ରଙ୍ଗେଇଲୁଣ୍ଡା-ଭୁବନେଶ୍ୱର ବିମାନସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୩(ବ୍ୟୁରୋ): ରେଶମ ସହର ସହ ମନ୍ଦିରମାଳିନୀ ନଗର ଯୋଡ଼ି ହେବା ପାଇଁ ରାଜ୍ୟ ସରକାର ରବିବାର ବିମାନସେବାର ଶୁଭାରମ୍ଭ କରିଛନ୍ତି। ଆଜିଠୁ ଅର୍ଥାତ୍‌ ବିଜୁବାବୁଙ୍କ ଜୟନ୍ତୀରେ ରଙ୍ଗେଇଲୁଣ୍ଡାକୁ ବିମାନ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।

୧୦ ସିଟ୍‌ ବିଶିଷ୍ଟ ଏହି ବିମାନ ସପ୍ତାହରେ ଦୁଇଥର ଭୁବନେଶ୍ୱରକୁ ଉଡ଼ାଣ କରିବ। ଲୋକଙ୍କ ଚାହିଦା ଏବଂ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିମାନବନ୍ଦରର ଜମି ବିସ୍ତାର ପରେ ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟରେ ବିମାନ ସଂଖ୍ୟା ଏବଂ ସିଟ୍‌ ସଂଖ୍ୟା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯିବ।

ଚିଲିକା ହ୍ରଦ, ତାମ୍ପରା ହ୍ରଦ, ଗୋପାଳପୁର ବିଚ୍‌, ଋଷିକୂଲ୍ୟା ନଦୀ, ତାରାତାରିଣୀ ମନ୍ଦିର ଇତ୍ୟାଦି ଆକର୍ଷଣୀୟ ସ୍ଥାନ ଏବଂ ପର୍ଯ୍ୟଟନସ୍ଥଳର ଉପସ୍ଥିତି ରଙ୍ଗେଇଲୁଣ୍ଡାକୁ ବିମାନ ସଂଯୋଗ ପରେ ଅନେକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri