ରଙ୍ଗେଇଲୁଣ୍ଡା-ଭୁବନେଶ୍ୱର ବିମାନସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୩(ବ୍ୟୁରୋ): ରେଶମ ସହର ସହ ମନ୍ଦିରମାଳିନୀ ନଗର ଯୋଡ଼ି ହେବା ପାଇଁ ରାଜ୍ୟ ସରକାର ରବିବାର ବିମାନସେବାର ଶୁଭାରମ୍ଭ କରିଛନ୍ତି। ଆଜିଠୁ ଅର୍ଥାତ୍‌ ବିଜୁବାବୁଙ୍କ ଜୟନ୍ତୀରେ ରଙ୍ଗେଇଲୁଣ୍ଡାକୁ ବିମାନ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।

୧୦ ସିଟ୍‌ ବିଶିଷ୍ଟ ଏହି ବିମାନ ସପ୍ତାହରେ ଦୁଇଥର ଭୁବନେଶ୍ୱରକୁ ଉଡ଼ାଣ କରିବ। ଲୋକଙ୍କ ଚାହିଦା ଏବଂ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିମାନବନ୍ଦରର ଜମି ବିସ୍ତାର ପରେ ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟରେ ବିମାନ ସଂଖ୍ୟା ଏବଂ ସିଟ୍‌ ସଂଖ୍ୟା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯିବ।

ଚିଲିକା ହ୍ରଦ, ତାମ୍ପରା ହ୍ରଦ, ଗୋପାଳପୁର ବିଚ୍‌, ଋଷିକୂଲ୍ୟା ନଦୀ, ତାରାତାରିଣୀ ମନ୍ଦିର ଇତ୍ୟାଦି ଆକର୍ଷଣୀୟ ସ୍ଥାନ ଏବଂ ପର୍ଯ୍ୟଟନସ୍ଥଳର ଉପସ୍ଥିତି ରଙ୍ଗେଇଲୁଣ୍ଡାକୁ ବିମାନ ସଂଯୋଗ ପରେ ଅନେକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାରେ କ୍ଷତିଗ୍ରସ୍ତ ପୋଲିସ ବାରାକ୍‌ : ଚିନ୍ତାରେ କର୍ମଚାରୀ

କଟକରୋଡ୍‌,୧୨ା୫(ଡି.ଏନ୍‌.ଏ.) : ଫନୀ ବାତ୍ୟାରେ ବ୍ୟାପକ କ୍ଷତି ହୋଇଛି ରାଜଧାନୀରେ। ବିଭିନ୍ନ ଅଞ୍ଚଳର ବାସଗୃହ ଭାଙ୍ଗିବା ସହ ପାଣି ଓ ବିଦ୍ୟୁତ ସମସ୍ୟାରେ ଲୋକେ ଅତିଷ୍ଠ...

ସୁସ୍ଥ ହେଲେ ଆଉ ୩୪୫୫ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରେ ସର୍ବାଧିକ

ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୪୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୭୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୯୨, ପୁରୀରୁ ୨୫୪,...

ଦୁର୍ଗାପୂଜା ପାଇଁ ୧୦ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ):ଦୁର୍ଗାପୂଜା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୧୦ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ଯାତ୍ରୀ ସଂଖ୍ୟା ବୃଦ୍ଧି ସମ୍ଭାବନା ଥିବାରୁ ଚଳାଚଳ କରୁଥିବା ଟ୍ରେନଗୁଡିକର...

ବ୍ଲାକ୍‌ମେଲ କରି ସାଇବର ସୁନ୍ଦରୀ ଠକିନେଲେ ୨୫ ଲକ୍ଷ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ମାଟ୍ରିମୋନି ସାଇଟରେ ଜୀବନ ସାଥୀ ଖୋଜୁଥିବା ଜଣେ ଆଇଟି ଇଞ୍ଜିନିୟରଙ୍କୁ ମିଛ ଜାଲରେ ଫସାଇ ମହିଳା ସାଇବର ଠକ କିଛି ଦିନ ତଳେ ୨୪ଲକ୍ଷ...

ନବ ଦାସ ପ୍ରସଙ୍ଗ ବିରୋଧୀଙ୍କ ଅସ୍ତ୍ର

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୨୧ରୁ ମାର୍ଚ୍ଚ ୧ ଓ ୨ୟ ପର୍ଯ୍ୟାୟ ମାର୍ଚ୍ଚ...

ବାଲ୍ୟ ବିବାହ

ବାଲ୍ୟ ବିବାହ ଏକ ଦଣ୍ଡନୀୟ ଅପରାଧ। ଏଥିପାଇଁ ଜନ ସଚେତନତା ସୃଷ୍ଟି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଚାଲିଛି। ସରକାରୀ ନୀତି ନିୟମ ମଧ୍ୟ ପ୍ରଣୟନ ହେଉଛି।...

ନୟାଗଡରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମୋବାଇଲ୍‌ ଟର୍ଚ୍ଚରେ ଆଟେଣ୍ଡାଣ୍ଟ କଲେ ଗୁରୁତର ରୋଗୀଙ୍କ ଷ୍ଟିଚିଂ

ନୟାଗଡ଼ ଅଫିସ,୩।୬: ମୋବାଇଲ ଟର୍ଚ୍ଚ ଆଲୋକରେ କରାଯାଉଛି ଷ୍ଟିଚ୍‌। ତାହା ପୁଣି ଦୁର୍ଘଟଣାର ଶିକାର ହୋଇ ଗୁରୁତର ଥିବା ରୋଗୀଙ୍କୁ। ନୟାଗଡ ଜିଲା ରଣପୁର ବ୍ଲକ...

ପିଜି ବଳକା ସିଟ୍‌ ନାମଲେଖା: ଆବେଦନ ଆରମ୍ଭ

ଭୁବନେଶ୍ୱର, ୨।୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଖାଲିପଡ଼ିଥିବା ପିଜି ସିଟ୍‌ରେ ନାମଲେଖା ପାଇଁ ମଙ୍ଗଳବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଯେଉଁମାନେ ଏକକ...

Advertisement
Archives

Model This Week