Odisha Elections 2024
Posted inଜାତୀୟ

ଭିଆଇପି ଆସନରେ ହାରିଗଲେ ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦ୍‌,୩।୧୨: ତେଲଙ୍ଗାନା ବିଧାନସଭା ନିର୍ବାଚନ ୨୦୨୩ର ଟ୍ରେଣ୍ଡରେ କଂଗ୍ରେସ ସବୁଠୁ ବଡ ଦଳ ଭାବରେ ଉଭା ହୋଇଛି ଏବଂ ରାଜ୍ୟରେ ସରକାର ଗଠନ ଦିଗରେ ଆଗରେ ଅଛି। ରାଜ୍ୟ ମୁଖ୍ୟମନ୍ତ୍ରୀ ତଥା ଭାରତ ରାଷ୍ଟ୍ର ସମିତି (ବିଆରଏସ) ସଭାପତି କେ, ଚନ୍ଦ୍ରଶେଖର ରାଓଙ୍କୁ ଏଥର ଏକ ବଡ଼ ଝଟକା ଲାଗିଛି। ଏଥି ସହିତ ଗତ ଥର ତୁଳନାରେ ବିଜେପି ଏଥର ଲାଭବାନ ହେଉଥିବା ଜଣାପଡିଛି। ରାଜ୍ୟର କାମାରେଡି ବିଧାନସଭା ଆସନରେ ଏକ ବିରାଟ ଓଲଟପାଲଟ ଦେଖିବାକୁ ମିଳିଛି। ଭାଜପା ପ୍ରାର୍ଥୀ କେ.ଭି ରମଣ ରେଡ୍ଡୀ ଏଠାରୁ ଜିତିଛନ୍ତି।
ତେଲଙ୍ଗାନାର କାମାରେଡି ବିଧାନସଭା ଆସନ ଭିଆଇପି ଆସନ ଭାବେ ଜଣାଶୁଣା। ଏହି ଆସନରୁ କେସିଆର ଏବଂ ତେଲେଙ୍ଗାନା କଂଗ୍ରେସ ସଭାପତି ରଓ୍ବେନ୍ତ ରେଡ୍ଡୀ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଦୁଇଟି ବଡ ଚେହେରା କେସିଆର ଏବଂ ରଓ୍ବେନ୍ତ ରେଡ୍ଡୀଙ୍କୁ ଏହି ଆସନରେ ପରାଜୟର ସମ୍ମୁଖୀନ ହେବାକୁ ପଡିଲା। ଗୋଟିଏ ପଟେ ରାଜ୍ୟରେ କଂଗ୍ରେସ ବିଆରଏସକୁ ପୋଛି ଦେଇଥିବା ବେଳେ ଅନ୍ୟ ପଟେ ଭାଜପା ଏହି ଆସନରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ କହିଥିବା ପ୍ରତିଟି କଥାକୁ ଅକ୍ଷରେ ଅକ୍ଷରେ ପାଳନ କରିବି; ଭାବବିହ୍ବଳ ହୋଇ ଏଭଳି କହିଲେ ରାହୁଲ…

ରାଏବରେଲି,୧୭।୫: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଶୁକ୍ରବାର ରାଏବରେଲିରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ପୁଅ ରାହୁଲଙ୍କୁ ଆପଣମାନଙ୍କୁ ଦେଉଛି, ତାଙ୍କ କଥା ବୁଝିବେ...

ଫୁଲମାଳ ପକେଇବା ବାହାନାରେ କହ୍ନେୟା କୁମାରଙ୍କୁ ମାଡ଼, ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୭।୫: କଂଗ୍ରେସର ଲୋକ ସଭା ପ୍ରାର୍ଥୀ କହ୍ନେୟା କୁମାରଙ୍କ ଉପରେ ହୋଇଛି ଆକ୍ରମଣ। ଉତ୍ତର ପୂର୍ବ ଦିଲ୍ଲୀରେ କହ୍ନେୟା ପ୍ରଚାର କରୁଥିବା ବେଳେ କିଛି ଯୁବକ...

ନିର୍ବାଚିତ ହେଲେ ଅମେଠି, ରାଏବରେଲିକୁ ସମାନ ଭାବେ ଦେଖିବି: ରାହୁଲ

ଅମେଠି,୧୭ା୫: ରାଏବରେଲିରୁ ନିର୍ବାଚିତ ହେଲେ ଉଭୟ ଅମେଠି ଓ ରାଏବରେଲିର ବିକାଶ ପାଇଁ ସମାନ ଧ୍ୟାନ ଦେବେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି।...

ଭାଜପାର ଏଜେଣ୍ଟ କହିବାରୁ ସ୍ବାତୀ ମାଲିଓ୍ବାଲଙ୍କ କାଉଣ୍ଟର, କେଜରିଓ୍ବାଲଙ୍କୁ କହିଲେ ଗୁଣ୍ଡା

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ଅଡ଼ୁଆ ବଢିବାରେ ଳାଗିଛି। କାରଣ ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ବିବାଦ ଏବେ ଉଗ୍ର ରୂପରେ ମୁଣ୍ଡ ଟେକିବାରେ...

ମମତାଙ୍କୁ ‘ଆପଣଙ୍କ ଦାମ କେତେ’ ପଚାରି ଅଡ଼ୁଆରେ ଭାଜପା ପ୍ରାର୍ଥୀ

ନୂଆଦିଲ୍ଲୀ,୧୭ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଲକ୍ଷ୍ୟ କରି ଭାଜପା ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟ ଦେଇଥିବା ମନ୍ତବ୍ୟ ଉପରେ ନିର୍ବାଚନ କମିଶନ (ଇସି) ତାଙ୍କୁ କାରଣ...

‘ସ୍ବାତୀ ମାଲିଓ୍ବାଲ ଭାଜପାର ମୋହରା’

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ମାମଲା ଦିନକୁ ଦିନ ବିବାଦ ଘେରକୁ ଟାଣି ହେବାରେ ଲାଗିଛି। ଯେଉଁଥିରେ ଏଏପି...

ଏଥିପାଇଁ ସାମ୍ବାଦିକ ସମ୍ମିଳନୀ କରନ୍ତିନି ପ୍ରଧାନମନ୍ତ୍ରୀ ମୋଦି, କହିଲେ ବଡ଼ କାରଣ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତିନି, ଏନେଇ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ ସ୍ପଷ୍ଟ କରିଛନ୍ତି। ଗଣମାଧ୍ୟମକୁ କାହିଁକି ସେ ଖୁବ...

ସ୍ବାତୀ ମାଲିଓ୍ବାଲ କିଏ? ସ୍ବାମୀଙ୍କଠାରୁ ଅଲଗା; କିଭଳି କରିଥିଲେ ରାଜନୀତିରେ ଏଣ୍ଟ୍ରି..ଯାହା ପାଇଁ ଏବେ ଅଡୁଆରେ ଏଏପି…

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟି(ଏଏପି) ପକ୍ଷରୁ ରାଜ୍ୟ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ସ୍ବାତୀ ମାଲିଓ୍ବାଲଙ୍କ ସହ ଜଡ଼ିତ ଅସଦାଚରଣ ମାମଲା ଚର୍ଚ୍ଚାରେ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri