ନୀତି ଆୟୋଗ ବୈଠକରୁ ଫେରିବା ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୭: ନୀତି ଆୟୋଗ ବୈଠକରେ ଯୋଗ ଦେଇ ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଓଡ଼ିଶା ଫେରିବା ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାରେ ଆଗାମୀ ୫ ବର୍ଷରେ ବିରାଟ ପରିବର୍ତ୍ତନ ହେବ । ୨୦୩୬ରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନକୁ ଶହେ ବର୍ଷ ପୂରିବ। ଆଗାମୀ ୧୨ ବର୍ଷ ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରଥମ ୫ ବର୍ଷ ଆମକୁ ଫୋକସ କରିବାକୁ ପଡ଼ିବ। ଓଡ଼ିଶାରେ ଇଣ୍ଡଷ୍ଟ୍ରି ହବ, ଆଇଟି କ୍ଷେତ୍ରରେ ଆଗେଇ ନେବାକୁ ପ୍ରସ୍ତାବ ଦେଇଛି। ଆଦିବାସୀଙ୍କ ବିକାଶ, ପର୍ଯ୍ୟଟନର ବିକାଶ ପାଇଁ ନୀତି ଆୟୋଗରେ ପ୍ରସ୍ତାବ ଦେଇଛି ଏବଂ ପ୍ରଧାନମନ୍ତ୍ରୀ ମଧ୍ୟ ଏହାକୁ ଗ୍ରହଣ କରିଛନ୍ତି। ୨୦୩୬ ବେଳକୁ ନୂଆ ଓଡ଼ିଶା ହେବ, ୫ ବର୍ଷରେ ବିରାଟ ପରିବର୍ତ୍ତନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଶନିବାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝି ଯୋଗ ଦେଇ ଓଡ଼ିଶା କିପରି ଆଗକୁ ବଢିବ ସେନେଇ ଆଲୋଚନା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri