ଯୁକ୍ତ ୩ ଓ ପିଜି ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟ ମନ୍ତ୍ରୀ, ବର୍ଷକୁ ମିଳିବ…

ଯାଜପୁର, ୧୩।୨: ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ  ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଛନ୍ତି । ଏ ନେଇ ଯାଜପୁରରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ  ପାଣ୍ଡିଆନ ଘୋଷଣା କରିଛନ୍ତି ।ତେବେ ଏହି ସ୍କଲାରସିପ ସବୁ କଲେଜ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯିବ ।
ବର୍ଷକୁ ଛାତ୍ରୀଙ୍କୁ ୧୦ ହଜାର ଟଙ୍କା ମିଳିବା ବେଳେ ଛାତ୍ରଙ୍କୁ ୯ ହଜାର ଟଙ୍କା ପ୍ରଦାନ କରାଯିବ ।

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri