ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆଜିର ଦିନରେ ଅନ୍ନଦାତାମାନଙ୍କୁ…

କଟକ/ଭୁବନେଶ୍ୱର,୨୦ା୪: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କଟକ CRRIରେ ଅଖିମୁଠି ଅନୁକୂଳ କରିଛନ୍ତି। ପ୍ରଥମେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୂଳ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ରାଜ୍ୟର ଚାଷୀଙ୍କୁ ସିଏମ୍ କିଷାନ ସହାୟତା ରାଶି ବି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥି ସହିତ  ମୁଖ୍ୟମନ୍ତ୍ରୀ ‘କୃଷି ରଥ’ ଏବଂ ‘ସିଡ୍ସ ଅନ ହ୍ବିଲ୍ସ’ ର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ପବିତ୍ର ଅକ୍ଷୟ ତୃତୀୟାର ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ସମସ୍ତ ଭାଇ ଓ ଭଉଣୀ, ବିଶେଷ କରି କଠିନ ପରିଶ୍ରମୀ ଅନ୍ନଦାତାମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ଆଜିର ଏହି ଶୁଭ ଦିନରେ ମହାପ୍ରଭୁଙ୍କ ରଥ ନିର୍ମାଣର ଶୁଭାରମ୍ଭ ଓ ଚାଷୀ ଭାଇଙ୍କ ଅକ୍ଷିମୁଠି ଅନୁକୂଳ ଆମ ସଂସ୍କୃତି ଓ ସମୃଦ୍ଧିର ପ୍ରତୀକ। ଓଡ଼ିଶାର କୃଷି ଓ କୃଷକର ସର୍ବାଙ୍ଗୀନ ଉନ୍ନତି ପାଇଁ ଆମ ସରକାର ସଦାସର୍ବଦା ସଂକଳ୍ପବଦ୍ଧ ଏବଂ ଏହି ପବିତ୍ର ତିଥିରେ ପ୍ରତିଟି ଓଡ଼ିଆଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ବୋଲି ମୁଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?