ବିଶ୍ବଭୂଷଣଙ୍କୁ ହସ୍ପିଟାଲରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୯(ଅନିଲ ଦାସ):ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ଭାଜପା ନେତା ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥତାବଶତଃ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କୁ ହସ୍ପିଟାଲରେ ସାକ୍ଷାତ କରି ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ହରିଚନ୍ଦନଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ସାକ୍ଷାତ ସମୟରେ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

୫୦ ଲକ୍ଷ ଟଙ୍କାର ଚାକିରି ଛାଡିଲେ, ଏବେ ମୋମୋ ବିକ୍ରି କରି ରୋଜଗାର କରୁଛନ୍ତି ୫ କୋଟି, ଏହି ବ୍ୟକ୍ତିଙ୍କ କାହାଣୀ…

ନୂଆଦିଲ୍ଲୀ,୧୦।୨: ଗୁରଗାଓଁର ଜଣେ ଯୁବ ଉଦ୍ୟୋଗୀ ସାକେତ ସୌରଭଙ୍କ କାହାଣୀ ଆଜିକାଲି ସୋସିଆଲ ମିଡିଆରେ ର୍ଚ୍ଚାରେ ଅଛି। ସାକେତ ୨୦୨୩ରେ ତାଙ୍କର ବାର୍ଷିକ ୫୨ ଲକ୍ଷ ଲାଭଜନକ…

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି…

ରାତିରେ ବିଷମିଶା କ୍ଷୀର ପିଇ ଶୋଇପଡ଼ିଲେ ପୁରା ପରିବାର, ସକାଳୁ ୫ଜଣଙ୍କ…

ଲକ୍ଷ୍ନୌ,୧୦।୨: ଉତ୍ତର ପ୍ରଦେଶର ମଥୁରାରେ ଗୋଟିଏ ପରିବାରର ପାଞ୍ଚ ଜଣଙ୍କ ଦୁଃଖଦ ମୃତ୍ୟୁ ହୋଇଛି । ଏହା ସମଗ୍ର ଅଞ୍ଚଳକୁ ଚକିତ କରିଦେଇଛି । ଜିଲାର ମହାବନ…

ତୈଳ ସଙ୍କଟ ଦେଖାଦେଲେ କେତେ ଦିନ ପର୍ଯ୍ୟନ୍ତ ରହିପାରିବ ଭାରତ? ଜାଣନ୍ତୁ ଦେଶରେ କେତେ ତେଲ ଗଚ୍ଛିତ ଅଛି

ନୂଆଦିଲ୍ଲୀ,୧୦।୨: ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ସୋମବାର (୯ ଫେବୃଆରୀ, ୨୦୨୬) ରାଜ୍ୟ ସଭାରେ ସୂଚନା ଦେଇଛନ୍ତି ଯେ ଭାରତରେ ୭୪ ଦିନ ପାଇଁ ତୈଳ…

ନିଜ ଦଳର ମନ୍ତ୍ରୀଙ୍କୁ ଘେରିଲେ ମୈଥିଳୀ ଠାକୁର: ଗୃହରେ ସମସ୍ତେ ଆଶ୍ଚର୍ଯ୍ୟ

ପାଟନା,୧୦।୧: ବିହାର ବିଧାନସଭାର ବଜେଟ ଅଧିବେଶନରେ ସରକାରୀ ହସ୍ପିଟାଲଗୁଡ଼ିକର ଶୋଚନୀୟ ଅବସ୍ଥା ପୁଣି ଥରେ ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି। ଏଥର ଯୁବ ବିଧାୟକ ଏବଂ ପ୍ରସିଦ୍ଧ ଲୋକ…

‘ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ’, ଭାରତକୁ ନେଇ ରୁଷିଆର ବଡ଼ ବୟାନ, ପାକିସ୍ତାନ ଶୁଣିଲେ…

ନୂଆଦିଲ୍ଲୀ,୧୦।୨: “ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ” ଶୋଲେର ଜୟ ଏବଂ ବୀରୁଙ୍କ ବନ୍ଧୁତା ଉପରେ ଆଧାରିତ ଏହି ଗୀତଟି ରୁଷିଆ ଏବଂ ଭାରତ ପାଇଁ ଉପଯୁକ୍ତ।…

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri