ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ’। ‘ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର, ଧାରାବାହିକରେ ଛାପ ଛାଡ଼ି ଦର୍ଶକଙ୍କ ହୃଦୟରେ ପିଣ୍ଟୁ ନନ୍ଦ ସର୍ବଦା ସ୍ମରଣୀୟ ହୋଇ ରହିବେ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri