ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ସୂଚନାଯୋଗ୍ୟ, ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଭୋର୍‌ ୫ଟା ୨୩ରେ ଦାମଙ୍କର ପରଲୋକ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

ଦୀର୍ଘଦିନ ଧରି କିଡ୍‌ନୀଜନିତ ସମସ୍ୟାରେ ପୀଡ଼ିତ ଥିଲେ ଦାମ। ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦ୍‌ଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କ ବ୍ରେନ୍‌ ଡେଡ୍‌ ଥିବା ପୁଅ ସମ୍ବିତ ସୂଚନା ଦେଇଥିଲେ। ଆଜି ତାଙ୍କର ଦେହାନ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ଘଟଣା: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

ଭୁବନେଶ୍ୱର,୧୮।୧: ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ଆବେଦନ କରି ହାଇକୋର୍ଟରେ ଜନସ୍ବାର୍ଥ ମାମଲା ହୋଇଛି। ଭାରତୀୟ ବିକାଶ ପରିଷଦର...

ପଟ୍ଟଚିତ୍ର ଗାଁ ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି

ଭୁବନେଶ୍ୱର,୧୮।୧: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଆଜିକାଲି ଓଡ଼ିଶା ଗସ୍ତରେ ଅଛନ୍ତି। ଶନିବାର ସେ ପଟ୍ଟଚିତ୍ର ଗାଁ ଭାବେ ପରିଚିତ ରଘୁରାଜପୁରରେ ପହଞ୍ଚିଛନ୍ତି। ଥର୍ମନ ଗାଁ...

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଜାନୁଆରୀ ଶେଷ ସୁଦ୍ଧା…

ଭୁବନେଶ୍ୱର, ୧୮ା୧(ସୁନିତ୍‌ ମିଶ୍ର):ଏ ମାସର ଶେଷ ସପ୍ତାହରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ମିଳିଯିବ। ହେଲେ ବଡ଼ମ୍ବନା ଏବେ ମଧ୍ୟ...

ପାଣ୍ଡିଆନ ସକ୍ରିୟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଜେଡି ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୧୮।୧:ଏବେ ବିଜେଡିକୁ ରାଜ୍ୟ ରାଜନୀତି ଜୋର ଧରିଛି। କେତେବେଳେ କାର୍ତ୍ତିକ ପାଣ୍ଡିଆନ ବିଜେଡିରେ ପୁଣି ସକ୍ରିୟ ହୋଇଥିବା ଶୁଣିବାକୁ ମିଳିଛି। ଏବେ ନବୀନ ନିବାସରେ ନବୀନ...

ନବ ଦାସଙ୍କ ହତ୍ୟା ଘଟଣାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ, ଗୋପାଳ ହତ୍ୟାକାରୀ ନା…

ଭୁବନେଶ୍ୱର,୧୮।୧: ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଗୋପାଳ ନବ ଦାସଙ୍କ ହତ୍ୟାକାରୀ ନା ଆଉ କିଏ ସେନେଇ ପ୍ରଶ୍ନ ଉଠିଛି।...

୨ୟ ଦିନରେ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ଚଢାଉ

ଭୁବନେଶ୍ୱର,୧୮।୧: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଆଜି ବି ଚଢାଉ କରାଯାଇଛି। ସମ୍ବଲପୁର ସ୍ଥିତ ଘର ଓ...

ବଳାତ୍କାର ମାମଲା ଶୁଣାଣି ସମୟରେ କୋର୍ଟ ପରିସରରେ ବିଷ ପିଇଲେ ନାବାଳିକା

କେନ୍ଦ୍ରାପଡ଼ା, ୧୭ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା କୋର୍ଟ ପରିସର ବାହାରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ପୋକ୍‌ସୋ ମାମଲାରେ ସାକ୍ଷୀ...

ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ପୀଡ଼ିତାଙ୍କ ସହ ଥିବା ଯୁବକଜଣଙ୍କ କିଏ?

ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri