ଝରଣା ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତ୍ରୀ ଝରଣା ଦାସଙ୍କ ଗୁରୁବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର କିମ୍ବଦନ୍ତୀ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ ବିଷୟରେ ଜାଣି ମୁଁ ଦୁଃଖିତ। ଆକାଶବାଣୀଠୁ ଆରମ୍ଭ କରି ମଞ୍ଚ ତଥା ଚଳଚ୍ଚିତ୍ରରେ ତାଙ୍କ ପ୍ରଭାବଶାଳୀ ଅଭିନୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri