ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୪: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,ପୂର୍ବତନ ବିଧାୟିକା ତଥା ମନ୍ତ୍ରୀ ଡାଃ କମଳା ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ସୂଚନାଯୋଗ୍ୟ, କମଳା ଭୋଗରାଇର ପୂର୍ବତନ ବିଧାୟିକା ତଥା ପୂର୍ବତନ ଥିଲେ। ଫୁସ୍‌ଫୁସ୍‌ଜନିତ ସମସ୍ୟାରେ ପୀଡ଼ିତ ଥାଇ କଟକର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। ଶୁକ୍ରବାର ୭୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri