କାର୍ଟୁନିଷ୍ଟ କିଶୋର ରଥଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧୧(ବ୍ୟୁରୋ): ରାଜ୍ୟର ଘରେ ଘରେ ପରିଚିତ ଥିବା ବିଶିଷ୍ଟ କାର୍ଟୁନିଷ୍ଟ କିଶୋର ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଲୋକପ୍ରିୟ ବ୍ୟଙ୍ଗ ଚିତ୍ରକର କିଶୋର ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସମାଜର ବିଭିନ୍ନ ପ୍ରସଙ୍ଗକୁ ବ୍ୟଙ୍ଗ ଚିତ୍ର ମାଧ୍ୟମରେ ଉପସ୍ଥାପନ କରିବାର ନିଜର ସ୍ବତନ୍ତ୍ର ଶୈଳୀ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ସୂଚନାଯୋଗ୍ୟ, କିଶୋର ଦୁଇ ଦିନ ହେଲା ଅସୁସ୍ଥ ଥିଲେ। ରବିବାର ରାତିରେ ଶ୍ୱାସ ଜନିତ ସମସ୍ୟା ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ଇସିଜି ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହୃଦ୍‌ଘାତରେ ତାଙ୍କର ୫୮ ବର୍ଷରେ ପରଲୋକ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri