ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ରବିବାର ବିଳମ୍ବିତ ରାତିରେ ରାୟଗଡ଼ା ଜିଲା ସେବାସମାଜ ପରିସରରେ ୮୮ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ‘ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ସମାଜସେବୀ ଶାନ୍ତି ଦେବୀଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ଅସହାୟ ଓ ଆଦିବାସୀଙ୍କ କଲ୍ୟାଣ ପାଇଁ ତାଙ୍କ ଜୀବନବ୍ୟାପୀ ଉଦ୍ୟମ ସର୍ବଦା ପ୍ରେରଣାଦାୟୀ। ସମାଜସେବା କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।’

 


Enter your email to get our daily news in your inbox.

All Right Reserved By Dharitri.Com

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି

ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri