ଗାଙ୍ଗୁଲିଙ୍କୁ ହକି ଇଣ୍ଡିଆର ଜର୍ସି ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ଭେଟିଛନ୍ତି। ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ ଦେଖିବାକୁ ଆସିଥିବା ଗାଙ୍ଗୁଲି ମ୍ୟାଚ୍‌ ପୂର୍ବରୁ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ହକି ଇଣ୍ଡିଆର ଜର୍ସି ଦେଇ ଗାଙ୍ଗୁଲିଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ।
ଏହି ସାକ୍ଷାତ ସମୟରେ ଓସିଏ ସମ୍ପାଦକ ସଞ୍ଜୟ ବେହେରା, ୫ଟି ସଚିବ ଭିକେ ପାଣ୍ଡିଆନ, ପୂର୍ବତନ ଖେଳାଳି ଦେବାଶିଷ ମହାନ୍ତି, ଓସିଏ ସଭାପତି ପଙ୍କଜଲୋଚନ ମହାନ୍ତି, ପ୍ରମୁଖ ଉପସ୍ଥିତ ଥିଲେ।
ବିଶ୍ବସ୍ତରରେ ହକିକୁ ପହଞ୍ଚାଇବା ପାଇଁ ନବୀନଙ୍କ ଉଦ୍ୟମଙ୍କୁ ପ୍ରଶଂସା କରିଛନ୍ତି ଗାଙ୍ଗୁଲି। କିଛି ସମୟ ଚର୍ଚ୍ଚା ପରେ ବାରବାଟୀ ଅଭିମୁଖେ ବାହାରିଛନ୍ତି ଗାଙ୍ଗୁଲି ଏବଂ ମୁଖ୍ୟମନ୍ତ୍ରୀ। ଉଭୟ ମଧ୍ୟ ସାରେ ବାରବାଟୀ ଷ୍ଟାଡିୟମରେ ମ୍ୟାଚ ଦେଖିବେ।

https://twitter.com/Naveen_Odisha/status/1535970296632848385

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri