ବିଜୟଙ୍କ ଅନୁରୋଧ ରଖିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୪ା୧- ରାଜ୍ୟର ସମସ୍ତ ସିନେମା ହଲରେ ଶତ ପ୍ରତିଶତ ଦର୍ଶକ ଏକାଠି ବସିପାରିବେ। ଏ ନେଇ ସୋମବାର ଏକ ନିର୍ଦ୍ଦେଶ ଜାରି କରିଛନ୍ତି ତାମିଲନାଡୁ ସରକାର। ଆଗକୁ ଥିବା ପୋଙ୍ଗାଲ ଉତ୍ସବକୁ ଦୃଷ୍ଟିରେ ରଖି ସରକାର ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଏହି ଉତ୍ସବ ଅବସରରେ ସାଧାରଣତଃ ରାଜ୍ୟରେ ବଡ଼ ଫିଲ୍ମ ରିଲିଜ ହୁଏ। ଦିନକୁ ରାଜ୍ୟରେ ବାହାରୁଥିବା କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବାରୁ ସରକାର ଏହି ଅନୁମତି ଦେଇଛନ୍ତି।

ଉଲ୍ଲେଖଥାଉ କି, ମାର୍ଚ୍ଚରେ କରୋନା ଓ ତା’ ପଛକୁ ଲକ୍‌ଡାଉନ ଆସିବା ପରେ ପ୍ରାୟ ଫିଲ୍ମ ରିଲିଜ ପାଇଁ ଓଟିଟି ପ୍ଲାଟଫର୍ମ ବାଛି ନେଇଥିଲେ। ହେଲେ ବିଗ୍‌ ବଜେଟ ଫିଲ୍ମ ‘ମାଷ୍ଟର’କୁ ସିନେମା ହଲରେ ହିଁ ରିଲିଜ କରିବାକୁ ଅଡ଼ି ବସିଥିଲେ ସାଉଥ୍‌ ଷ୍ଟାର ବିଜୟ। ଫିଲ୍ମଟି ଆସନ୍ତା ୧୩ ତାରିଖରେ ରିଲିଜ ହେବ। ଏହାର ଖୁବ୍‌ ପୂର୍ବରୁ ବିଜୟ ଓ ଫିଲ୍ମର ପୂରା ଟିମ୍‌ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇ.କେ. ପଲାନୀସ୍ବାମୀଙ୍କୁ ଭେଟି ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri