‘ଜ୍ୱିଗାଟୋ’ ଦେଖି ନନ୍ଦିତାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ନବୀନ ନିବାସରେ ‘ଜ୍ବିଗାଟୋ’ ଫିଲ୍ମ ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମାଜର ଅତ୍ୟନ୍ତ ସାଧାରଣ ଲୋକଙ୍କ ସଂଘର୍ଷପୂର୍ଣ୍ଣ ଜୀବନକୁ ଏହି ଫିଲ୍ମରେ ବେଶ୍‌ ସଫଳ ଭାବରେ ଉପସ୍ଥାପିତ କରାଯାଇଛି। ଏହାସହ କଳାତ୍ମକ ଦିଗ ପ୍ରତି ଉଚିତ୍‌ ଧ୍ୟାନ ଦିଆ ଯାଇଥିବାରୁ ମୁଖ୍ୟମନ୍ତ୍ରୀ ଏହି ଫିଲ୍ମକୁ ବେଶ୍‌  ପ୍ରଶଂସା ବି କରିଛନ୍ତି । ସାମାଜିକ ପରିବର୍ତ୍ତନ ଦିଗରେ ‘ଜ୍ବିଗାଟୋ’ ଏକ ସକାରାତ୍ମକ ବାର୍ତ୍ତା ଦେବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ବୁଧବାର ସନ୍ଧ୍ୟାରେ ନବୀନ ନିବାସଠାରେ ‘ଜ୍ବିଗାଟୋ’ ଫିଲ୍ମର ସ୍ବତନ୍ତ୍ର ଉପସ୍ଥାପନା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ।

Image

ପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ଼ କରିଛନ୍ତି। ହିନ୍ଦୀ ଭାଷାରେ ନିର୍ମିତ ଏହି ଫିଲ୍ମଟି ସମ୍ପୂର୍ଣ୍ଣ ଭାବରେ ଭୁବନେଶ୍ୱରରେ ହିଁ ଶୁଟିଂ କରାଯାଇଛି। ନନ୍ଦିତାଙ୍କ ଏପରି ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?