ସ୍ବାସ୍ଥ୍ୟକର୍ମୀଙ୍କୁ ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୧୭ା୮(ବ୍ୟୁରୋ):: ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା କରି କୋଭିଡ୍‌-୧୯ ବିରୋଧରେ ଓଡିଶା ମାଇଲଖୁଣ୍ଟ ସ୍ଥାପନ କରିପାରିଛି। ସ୍ବାସ୍ଥ୍ୟକର୍ମୀ ଓ କରୋନା ଯୋଦ୍ଧାମାନେ ଟେଷ୍ଟ, ଟ୍ରେସ ଓ ଟ୍ରାକକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରୁଥିବାରୁ ଲୋକଙ୍କ ଜୀବନ ବଞ୍ଚୁଛି। ଏଥିଲାଗି ସ୍ବାସ୍ଥ୍ୟକର୍ମୀଙ୍କ ନିରନ୍ତର ପ୍ରୟାସକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଟୁଇଟ୍‌ରେ ଦର୍ଶାଯାଇଛି, ସ୍ବାସ୍ଥ୍ୟ କର୍ମୀ ଓ କରୋନା ଯୋଦ୍ଧାମାନେ ଟେଷ୍ଟ, ଟ୍ରେସ୍‌ ଓ ଟ୍ରାକକୁ ଗୁରୁତ୍ୱ ଦେଇ ନିରନ୍ତର ଚେଷ୍ଟା କରୁଥିବାରୁ ବର୍ତ୍ତମାନ ରାଜ୍ୟରେ ଏକ ଭଲ ପରିସ୍ଥିତି ସୃଷ୍ଟି ହେବା ସଙ୍ଗେସଙ୍ଗେ ଲୋକଙ୍କ ଜୀବନ ରକ୍ଷା ହୋଇ ପାରୁଥିବା କୁହାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ପ୍ରଶାଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri