ମୁମ୍ବାଇ ଷ୍ଟକ୍‌ ଏକ୍ସଚେଞ୍ଜ କାର୍ଯ୍ୟାଳୟର ବେଲ୍‌ ବଜାଇଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୫ା୯: ମୁମ୍ବାଇସ୍ଥିତ ଷ୍ଟକ୍‌ ଏକ୍ସଚେଞ୍ଜ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଏସ୍‌ଇ ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ଗୁରୁବାର ସାକ୍ଷାତ କରିବା ସହ ଷ୍ଟକ୍‌ ଏକ୍ସଚେଞ୍ଜରେ ବେଲ୍‌ ବଜାଇଛନ୍ତି ନବୀନ।

ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ। ସାଧାରଣତଃ ଷ୍ଟକ୍‌ ଏକ୍ସଚେଞ୍ଜରେ କୌଣସି କମ୍ପାନୀର ଲିଷ୍ଟିଂ ହେଲେ କିମ୍ବା ଆଇପିଓ ଇସ୍ୟୁ ହେଲେ କମ୍ପାନୀର କର୍ମକର୍ତ୍ତା ଓ ପ୍ରମୋଟର ବେଲ୍‌ ବଜାଇଥାନ୍ତି। କିନ୍ତୁ ମୁମ୍ବାଇ ଷ୍ଚକ୍‌ ଏକ୍ସଚେଞ୍ଜରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ବେଲ୍‌ ବଜାଇବାରେ ନବୀନ ହେଉଛନ୍ତି ପ୍ରଥମ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri