ମା’ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ,୧୮।୫: ମା’ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭବ୍ୟ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ ବୁଧବାର ଯୋଗ ଦେବାକୁ ପହଞ୍ଚିଛନ୍ତି। ପରେ ସେଠାରେ ନୂତନ ପ୍ରସାଦସେବନ ହଲ, ଭିୟୁ ପଏଣ୍ଟ, ମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ କୋଠା, ଇଣ୍ଟରପ୍ରିଟେଶନ ହଲ୍‌କୁ ଉନ୍‌ଘାଟନ କରିବେ। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସେ ଉଦ୍‌ବୋଧନ ଦେବେ। ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

ମଧ୍ୟପ୍ରାଚ୍ୟ: ଇନ୍ଧନ ପାଲଟିଛି ଅସ୍ତ୍ର

ତେହରାନ୍‌,୨୦।୩: ଆମେରିକା-ଇରାନ୍‌ ଯୁଦ୍ଧକୁ ୨୦ ଦିନ ବିତିଛି । ଉଭୟ ପକ୍ଷ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ଆହୁରି ତୀବ୍ର ହୋଇଛି। ଆମେରିକା ଓ ଇସ୍ରାଏଲ ଇରାନକୁ ସମ୍ପୂର୍ଣ୍ଣ ନିଷ୍କ୍ରିୟ…

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

ଉଚ୍ଛେଦ ଆଗରୁ ଥଇଥାନ କର: ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ରାସ୍ତା ପ୍ରଶସ୍ତୀକରଣ, ଡ୍ରେନ୍‌ ନିର୍ମାଣ ଏବଂ ଅନ୍ୟ ବିକାଶମୂଳକ ପ୍ରକଳ୍ପକୁ ଆଖି ଆଗରେ ରଖି ଏଭଳି…

ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଅଧ୍ୟକ୍ଷଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୦।୩: ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପାର୍ଟଟାଇମ୍‌ ଅଧ୍ୟକ୍ଷ ଅତନୁ ଚକ୍ରବର୍ତ୍ତୀ ବୁଧବାର ଅଚାନକ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ବ୍ୟାଙ୍କର ପ୍ରଶାସନ, ମନୋନୟନ ଓ ବେତନ କମିଟି…

ମା’ ସମଲେଶ୍ବରୀଙ୍କ ବ୍ରହ୍ମଚାରିଣୀ ବେଶ: ସକାଳୁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି ହୋଇଛି। ଦ୍ବିତୀୟ ଦିବସ ଶୁକ୍ରବାରରେ ଦେବୀ ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri