ମା’ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ,୧୮।୫: ମା’ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭବ୍ୟ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ ବୁଧବାର ଯୋଗ ଦେବାକୁ ପହଞ୍ଚିଛନ୍ତି। ପରେ ସେଠାରେ ନୂତନ ପ୍ରସାଦସେବନ ହଲ, ଭିୟୁ ପଏଣ୍ଟ, ମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ କୋଠା, ଇଣ୍ଟରପ୍ରିଟେଶନ ହଲ୍‌କୁ ଉନ୍‌ଘାଟନ କରିବେ। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସେ ଉଦ୍‌ବୋଧନ ଦେବେ। ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଗାଁ ବ୍ଲକରେ ଆବଶ୍ୟକଠାରୁ ୮୦ ପ୍ରତିଶତ କମ୍‌ ବର୍ଷା

ନୂଆଗାଁ, ୨୫।୭ (ଡି.ଏନ.ଏ.)-ଶ୍ରାବଣରେ ବର୍ଷା ନାହିଁ। ଚାଷ କାର୍ଯ୍ୟ ସମ୍ପୂର୍ଣ୍ଣ ଠପ୍‌। ଚାଷୀଙ୍କୁ କେବଳ ଭଗବାନ ଭରଷା କହିଲେ କିଛି ଅତ୍ୟୁକ୍ତି ହେବନାହିଁ। ସୁନ୍ଦରଗଡ଼ ଜିଲା...

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨୯ ଜଣ ପିଲା ଅଛନ୍ତି। ୮୭୩ ଜଣ...

ପୋକ ଲାଗି କାଜୁଗଛର ବଉଳ, ପତ୍ର ନଷ୍ଟ : ଦୁର୍ଦ୍ଦିନରେ ୬୫୦ ଆଦିବାସୀ ପରିବାର, ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ

ଛତ୍ରପୁର, ୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ କାଳିମେଘି, ଚନ୍ଦନପୁର ଓ ଘୋଡ଼ାପଡା ପଞ୍ଚାୟତର ୧୯ ଖଣ୍ଡ ଆଦିବାସୀ ଗାଁର ୬୫୦ ପରିବାର ଏବେ ଦୁର୍ଦ୍ଦିନରେ...

ଶ୍ରୀମନ୍ଦିର ଚୂଡ଼ାରେ ଚଢ଼ିଗଲେ ପୂଜକ

ପୁରୀ ଅଫିସ,୫ା୧୦: ବୁଧବାର ଅପରାହ୍ନରେ ଶ୍ରୀମନ୍ଦିର ଚୂଡ଼ାରେ ଅଗ୍ନିଶ୍ୱର ମହାଦେବଙ୍କ ପୂଜକ ଚନ୍ଦ୍ରଶେଖର ପଣ୍ଡା ଚଢ଼ିଯାଇଥିଲେ। ସେ ନୀଳଚକ୍ର ବାନା ଲାଗୁଥିବା ସ୍ଥାନକୁ ଚଢ଼ି ଯାଇଥିଲେ।...

ପାଣି ପାଇଁ ରାଜପଥରେ ମହିଳା

ପାଟଣା,୧୩।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନଂ. ଜାତୀୟ ରାଜପଥର ମଲ୍ଲୀପଶି ଛକରେ ପାଣି ସମସ୍ୟାକୁ ନେଇ ଶୁକ୍ରବାର ମହିଳାମାନେ ରାଜପଥ ଅବରୋଧ...

ଝିଅ ଭୟରେ ବାହାର କଲେ, ପୁଅ ହେବାରୁ ଘରକୁ ନେଲେ

ପାରାଦୀପ, ୩୦।୧୦(ସ୍ବ.ପ୍ର.): ଝିଅ ପୁଅ ଜନ୍ମ ହେବା ପାଇଁ ଏବେବି ମହିଳାଙ୍କୁ ଦୋଷ ଦିଆଯାଉଛି। ଜଣେ ମହିଳାଙ୍କ ପୂର୍ବରୁ ୨ଟି ଝିଅ ଥିଲା। ପୁନର୍ବାର ସେ...

ବିକ୍ରିବେଳେ ଉଦ୍ଧାର ହେଲା ବଜ୍ରକାପ୍ତା

ବାଲିଗୁଡ଼ା,୩୧ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ କୋଟଗଡ଼ ଅଭୟାରଣ୍ୟରୁ ଏକ ବିରଳ ବଜ୍ରକାପ୍ତାକୁ ଶିକାରୀମାନେ ଧରି ବିକ୍ରି ପାଇଁ ଚକ୍ରାନ୍ତ ଚଳାଇଥିବାବେଳେ କୋଟଗଡ଼ ବନବିଭାଗ...

ଅନାଥ ଗୁଡ଼ିଆଙ୍କୁ ମିଳିଲେ ଜୀବନସାଥୀ

ବାରିପଦା ଅଫିସ, ୪ା୩- ୪ ବର୍ଷ ହୋଇଥିବା ବେଳେ ମା’ ବାପା ଛାଡ଼ି ଚାଲି ଗଲେ। ପରିବାର କ’ଣ ଜଣା ନ ଥିଲା। ବିଭିନ୍ନ ଆଡ଼େ...

Advertisement
Archives

Model This Week