ସ୍ବାସ୍ଥ୍ୟବସ୍ଥାକୁ ନେଇ ଚାଲିଥିବା ଗୁଜବକୁ ଖଣ୍ଡନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୮।୨(ବ୍ୟୁରୋ): ନିଜ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚାଲିଥିବା ଗୁଜବ ଉପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଯେବେ ନିର୍ବାଚନ ଆସେ ମୋ ସ୍ବାସ୍ଥ୍ୟକୁ ନେଇ ଗୁଜୁବ ପ୍ରଚାର ଆରମ୍ଭ ହୁଏ। ମୁଁ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ବହୁତ ଖୁସି ଅଛି । ଏଭଳି ଗୁଜୁବ ଯେବେ ବି ସୃଷ୍ଟି ହୋଇଛି, ବିଜୁ ଜନତା ଦଳ ନିର୍ବାଚନରେ ଆହୁରି ଭଲ ପ୍ରଦର୍ଶନ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କରୋନା ଏବେ ବି ଅଛି। ତେଣୁ ମାସ୍କ ପିନ୍ଧିବା ସହ କୋଭିଡ୍‌ ନିୟମ ମାନିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ଦେବାଶିଷ! ଖୋଲାଖୋଲି ଭାବେ କହିଲେ ମୁଁ ଏହି ଦିଳକୁ ଯିବି…

ଭୁବନେଶ୍ୱର, ୨୫।୫: ବରିଷ୍ଠ ବିଜୁ ଜନତା ଦଳ ନେତା ଏବଂ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ତାଙ୍କୁ ନବୀନ…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଧନୁଯାତ୍ରା ତୋରଣ, ପାଣିରେ ମିଶିଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ଝଡବତାସ ହୋଇଥିଲା। ଏହାର ପ୍ରଭାବରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ…

ଘାତକ ଭୂତାଣୁ ଇବୋଲା

ଆମମାନଙ୍କୁ ଅନେକ ପ୍ରକାର ସଂକ୍ରମଣ ହୋଇଥାଏ। କେତେକ ସାମାନ୍ୟ କ୍ଷତିକାରକ ହୋଇଥିବା ବେଳେ ଆଉ କେତେକ ଗୁରୁତର ଓ ଅତ୍ୟନ୍ତ ଗୁରୁତର ହୋଇଥାଆନ୍ତି। ଜୀବାଣୁ, ପରଜୀବୀ, ଫଙ୍ଗସ୍‌,…

ଦଳ ଛାଡିବାର ସାଂଘାତିକ କାରଣ କହିଦେଲେ ଦେବାଶିଷ, ପାଣ୍ଡିଆନଙ୍କୁ ନେଇ ସିଧା କହିଦେଲେ…

ଭୁବନେଶ୍ୱର, ୨୫।୫: ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ। ସୋମବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ଇସ୍ତଫା ଦେଇଛନ୍ତି । ଏନେଇ ବିଜେଡି…

ଧୂମଧାମ୍‌ରେ ଚାଲିଛି ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ବିରାଟ ପଟୁଆରରେ…

ଛତ୍ରପୁର,୨୫।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା ଚଳିତ ବର୍ଷ ବ ଧୂମଧାମରେ ଚାଲିଛି l ସହରରେ ଆଧ୍ୟାତ୍ମିକ…

ଆହୁରି ପ୍ରଚଣ୍ଡ ହେବ ତାତି, ଏହି ୩ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୨୫।୫: ରାଜ୍ୟରେ କିଛିଦିନ ହେବ ପ୍ରଚଣ୍ଡ ତାତି ଜାରି ରହିଛି । ତେବେ ଆଗକୁ ଆହୁରି ତାତି ବଢିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ଏଙ୍ଗ୍‌ଜାଇଟିର ଲକ୍ଷଣ ଓ ଉପଚାର

ଆମ ସମସ୍ତଙ୍କର ମନ ବେଳେବେଳେ ବ୍ୟସ୍ତ, ବିବ୍ରତ, ବିଚଳିତ ଓ ଅସ୍ଥିର ରହିଥାଏ। ଏହା ମୁଖ୍ୟତଃ କେତେକ କଠିନ ଓ ଚିନ୍ତାଜନକ ପରିସ୍ଥିତିରେ ଦେଖାଯାଇଥାଏ। ଯେତେବେଳେ ପରିସ୍ଥିତି…

ରାଜଧାନୀରେ ଜଳିଗଲା ଇଭି

ଭୁବନେଶ୍ୱର,୨୫।୫: ପୁରୁଣା ଭୁବନେଶ୍ୱର ରଥରୋଡ଼ରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୧୧କେଭି ବିଦ୍ୟୁତ୍‌ ତାର ଛିଣ୍ଡି ଏକ ଇଲେକ୍ଟ୍ରି ସ୍କୁଟି(ଇଭି) ଉପରେ ପଡ଼ିଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri