ପ୍ରତିଶ୍ରୁତି ଦୋହରାଇଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ,୧୯ା୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଇକମାଳ ପରେ ରବିବାର ପଦ୍ମପୁରରେ ପହଞ୍ଚିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ଏସ୍‌ଏଚଜି ମହିଳାଙ୍କୁ ସହୟତା ରାଶି ମଧ୍ୟ ପ୍ରଦାନ କରିଛନ୍ତି।

ପଦ୍ମପୁରକୁ ବର୍ଷେ ଭିତରେ ଜିଲା କରିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ବରଗଡ଼ ଜିଲା ଗସ୍ତରେ ଯାଇ ଝାରବନ୍ଧରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଏହି ବଡ଼ ଘୋଷଣା କରିଛନ୍ତି। ଗତ ଡିସେମ୍ବରରେ ପଦ୍ମପୁରକୁ ଜିଲା ମାନ୍ୟତା ପ୍ରଦାନ କରିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ବେଳେ ଆଜି ପୁଣି ସେହି ପ୍ରତିଶ୍ରୁତି ଦୋହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri