ବିପଦ ଟଳିନି, ମାସ୍କ ପିନ୍ଧିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ମାସ୍କ ପିନ୍ଧିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତ। ବର୍ତ୍ତମାନ ସମୟକୁ ଦେଖି ସମସ୍ତେ ସଚେତନ ହେବା ହେବା ଜରୁରୀ। ଏଥିସହିତ ସାମାଜିକ ଦୂରତା ରକ୍ଷା କରିବାକୁ ନବୀନ ଅନୁରୋଧ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, କରୋନା ମହାମାରୀ ବିପଦ ଏଯାଏ ଟଳିନାହିଁ । ସଂକ୍ରମଣରୁ ନିଜ ସହିତ ଅନ୍ୟକୁ ସୁରକ୍ଷିତ ରଖିବାକୁ ମାସ୍କ ପିନ୍ଧନ୍ତୁ ବୋଲି ନବୀନ ପରାମର୍ଶ ଦେଇଛନ୍ତି । ସଚେତନ ହୁଅନ୍ତୁ, ସୁରକ୍ଷିତ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri