ରକ୍ଷାବନ୍ଧନ ପାଇଁ ନବୀନ ନିବାସ ନ ଆସିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ରାଖୀ ପୂର୍ଣ୍ଣିମା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ରକ୍ଷା ବନ୍ଧନରେ କେହି ନବୀନ ନିବାସକୁ ନ ଆସିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

 

କରୋନାକୁ ଦୃଷ୍ଟିରେ ରଖି ଗହଳି ନ କରି ନିରାପଦରେ ଲୋକେ ରକ୍ଷା ବନ୍ଧନ ପର୍ବ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ…

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି

ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…

ହଠାତ ବିଗିଡ଼ିଗଲା ଉପମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା, ଥାଣେର ହସ୍ପିଟାଲରେ ଭର୍ତ୍ତି

ଥାଣେ,୪।୭: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ହଠାତ ଅସୁସ୍ଥ ହୋଇପଡ଼ିଲେ ଏବଂ ପରେ ତାଙ୍କୁ ଥାଣେର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଅନୁସାରେ, ଅତ୍ୟଧିକ ଚାପ…

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ଦିଲ୍ଲୀ ରାଜନୀତିରେ ହଲଚଲ: ମନ୍ତ୍ରିମଣ୍ଡଳରେ ବଡ଼ ଅଦଳବଦଳ, ନିର୍ମଳାଙ୍କ ହାତକୁ ଯାଇପାରେ ଶିକ୍ଷା ବିଭାଗ!

ନୂଆଦିଲ୍ଲୀ,୪ା୭:  ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦଳୀୟ ମହଲରେ ଶୁଣିବାକୁ ମିଳୁଛି । ଗତ କିଛି ଦିନ ହେଲା ଦିଲ୍ଲୀରେ…

‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍‌ଓର ଚେତାବନୀ ଜାରି

ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍‌ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri