‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ମୁଖ୍ୟମନ୍ତ୍ରୀ କହିଲେ, ନାରୀକୁ ସ୍ବାବଲମ୍ବୀ କରିବା ପାଇଁ…

ଭୁବନେଶ୍ୱର,୯।୮: ‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଉଦ୍‌ବୋଧନ କରିଛନ୍ତି। ରାଜ୍ୟର ସର୍ବବୃହତ ମହିଳା ସଶକ୍ତୀକରଣ ଯୋଜନା ହେଉଛି ସୁଭଦ୍ରା। ଗୋଟିଏ ବଟନ୍‌ ଚିପି ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇ ପଠାଇଛୁ। ନାରୀକୁ ସ୍ବାବଲମ୍ବୀ କରିବା ପାଇଁ ଏହି ସୁଭଦ୍ରା ଯୋଜନା। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା, ଅନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।