ସୂର୍ଯ୍ୟଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଦିଆଗଲା ଗାର୍ଡ ଅଫ୍‌ ଅନର

ଭୁବନେଶ୍ୱର,୩ା୯: ଶନିବାର ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଦେହାନ୍ତ ହୋଇଥିଲା। ତେବେ ଆଜି ତାଙ୍କ ନୟାପଲ୍ଲୀସ୍ଥିତ ବାସଭବନରେ ଶେଷ ଦର୍ଶନ ପରେ ତାଙ୍କ ପାର୍ଥିବ ଶରୀରକୁ ଶଙ୍ଖ ଭବନ ନିଆଯାଇଥିଲା।

ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଗତଃ ପାତ୍ରଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପରେ ତାଙ୍କ ମରଶରୀରକୁ ବିଧାନସଭା ପରିସରକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଗାର୍ଡ ଅଫ ଅନର୍‌ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri