ମମତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାକୁ ଆଳୁ ଯୋଗାଣ ନେଇ କହିଲେ…

ଭୁବନେଶ୍ୱର,୧୧ା୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଶନିବାର ଫୋନ୍‌ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ମୁଖ୍ୟମନ୍ତ୍ରୀ ମମତାଙ୍କୁ ଅନୁରୋଧ କରିଛନ୍ତି। ତେବେ ମୋହନଙ୍କ କଥା ରଖିଛନ୍ତି ଦିଦି। ସେ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀ କହିଲେ, ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ଅନୁରୋଧ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri