ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣା ସମ୍ପର୍କରେ ରବିବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଆହତ ବ୍ୟକ୍ତିଙ୍କ ଚିକିତ୍ସା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି। ବର୍ତ୍ତମାନର ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଜଣାଇଛନ୍ତି। ଜୀବନ ବଞ୍ଚାଇବା ପାଇଁ ଯଥାସମ୍ଭବ ଚେଷ୍ଟା କରାଯାଇଥିବା ନବୀନ କହିଛନ୍ତି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ରାଜ୍ୟ ସରକାରଙ୍କ ତୁରନ୍ତ ପଦକ୍ଷେପକୁ ପ୍ରଶଂସା କରିବା ସହ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri