ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣା ସମ୍ପର୍କରେ ରବିବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଆହତ ବ୍ୟକ୍ତିଙ୍କ ଚିକିତ୍ସା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି। ବର୍ତ୍ତମାନର ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଜଣାଇଛନ୍ତି। ଜୀବନ ବଞ୍ଚାଇବା ପାଇଁ ଯଥାସମ୍ଭବ ଚେଷ୍ଟା କରାଯାଇଥିବା ନବୀନ କହିଛନ୍ତି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ରାଜ୍ୟ ସରକାରଙ୍କ ତୁରନ୍ତ ପଦକ୍ଷେପକୁ ପ୍ରଶଂସା କରିବା ସହ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri