ହଠାତ୍‌ ନବୀନ ପଟ୍ଟନାୟକଙ୍କୁ ଫୋନ୍‌ କଲେ ମୁଖ୍ୟମନ୍ତ୍ରୀ: କହିଦେଲେ ଏମିତି କଥା…

ଭୁବନେଶ୍ୱର,୧୬।୧୦: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଫୋନ୍‌ କରି ଜନ୍ମଦିନର ଶୁଭେଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହାସହ ନବୀନଙ୍କ ଦୀର୍ଘ ନିରାମୟ ଜୀବନ ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ।
ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଏକ୍ସରେ ଏକ ପୋଷ୍ଟ କରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ନବୀନ ପଟ୍ଟନାୟକଙ୍କୁ ଜନ୍ବଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କର ଉତ୍ତମ ସ୍ବାସ୍ଥ୍ୟ, ଦୀର୍ଘ ଏବଂ ସୁଖମୟ ଜୀବନ କାମନା କରୁଛି।
ସୂଚନାଯୋଗ୍ୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି। ସେ ୧୯୪୬ ମସିହା ଅକ୍ଟୋବର ୧୬ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପା ସ୍ବର୍ଗତଃ ବିଜୁ ପଟ୍ଟନାୟକ ମଧ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା…

ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କଲା ଭାଜପା, ଏଥର ପୁଣି ମମତା-ଶୁଭେନ୍ଦୁଙ୍କ କଡ଼ା ଟକ୍କର

କୋଲକାତା,୧୬ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଭାରତୀୟ ଜନତା ପାର୍ଟି ଶୁଭେନ୍ଦୁ ଅଧିକାରୀ ଏବଂ ଦିଲୀପ ଘୋଷଙ୍କୁ…

SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF)…

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri