ଜୁନିୟର ମହିଳା ବିଶ୍ୱକପ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଜୁନିୟର ମହିଳା ବିଶ୍ୱକପ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ । ଏଥିଲାଗି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସୂଚନାନୁଯାୟୀ, କଳିଙ୍ଗ ଷ୍ଟାଡିୟମରେ ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ବିଶ୍ବକପର ମ୍ୟାଚ୍‌ ଅକ୍ଟୋବର ୧୧ରେ ଖେଳାଯିବ। ଏହାପରେ ୧୪ ଏବଂ ୧୭ରେ ମଧ୍ୟ କଳିଙ୍ଗ ଷ୍ଟାଡିୟମରେ ଫିଫା ବିଶ୍ବକପ ମ୍ୟାଚ୍‌ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ରକୁ ଇଞ୍ଚେ ଜମି ଛଡ଼ାଯିବନି: ମନ୍ତ୍ରୀ

ପଟ୍ଟାଙ୍ଗୀ, ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ପୂର୍ବରୁ କୋଟିଆ ଅଞ୍ଚଳକୁ ନିଜର ବୋଲି ଦାବି କରୁଥିବା ଆନ୍ଧ୍ର ଏବେ ପୁଣି ପଟାଙ୍ଗୀର ସମ୍ବାଇ ପଞ୍ଚାୟତକୁ ନିଜ ଅକ୍ତିଆରକୁ ନେବା...

ରୋଗୀଙ୍କୁ କାନ୍ଧରେ ବୋହିଲେ ଆମ୍ବୁୁଲାନ୍ସ କର୍ମଚାରୀ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଆମ୍ବୁୁଲାନ୍ସ କର୍ମଚାରୀଙ୍କ ନିଃସ୍ବାର୍ଥପର ସେବା ଓ ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ସମୟରେ ବହୁ ଜୀବନ ରକ୍ଷା ପାଇଯାଉଛି। କେତେବେଳେ ରୋଗୀଙ୍କୁ ରକ୍ତ...

ପରଲୋକରେ କଥାକାର ହେମନ୍ତ ମହାପାତ୍ର

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ସୁପରିଚିତ ଓଡ଼ିଆ କଥାକାର, ପ୍ରାକ୍ତନ ବରିଷ୍ଠ ଇତିହାସ ପ୍ରାଧ୍ୟାପକ ଡକ୍ଟର ହେମନ୍ତ କୁମାର ମହାପାତ୍ରଙ୍କର ଗୁରୁବାର ଅପରାହ୍ଣରେ ପରଲୋକ ହୋଇଯାଇଛି। ୧୯୫୫ରେ ତିର୍ତ୍ତୋଲର ରାମଦାସପୁର...

କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ

ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ...

ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ : ହଂକଂରେ ଭାରତରୁ ପ୍ରତିନିଧିତ୍ୱ କରିବେ ଶରଣ୍ୟା

ଭୁବନେଶ୍ୱର,୧୭।୫(ବ୍ୟୁରୋ):  ଗତ ଏପ୍ରିଲ ୨୭ରୁ ୨୯ ପର୍ଯ୍ୟନ୍ତ କେରଳର କୋଝିକୋଡ଼ଠାରେ ଅନୁଷ୍ଠିତ ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ ୨୦୧୯ରେ ବାଜି ମାରିଛନ୍ତି ଆଉ ଜଣେ ଓଡ଼ିଆ। ଜୁନିୟର...

ପଞ୍ଚାୟତ ନିର୍ବାଚନ ଲାଗି ଆଜି ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ବର,୬।୧୧(ବ୍ୟୁରୋ): ରାଜ୍ୟ ନିର୍ବାଚନ ଆୟୋଗଙ୍କ ସର୍ବଦଳୀୟ ବୈଠକ ଶନିବାର ଦିନ ୧୧ ଟାରେ ବସିବ। ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତି ଜୋରଦାର ଆରମ୍ଭ କରିଛନ୍ତି ରାଜ୍ୟ...

ଫୁଟପାତ ଉପରେ ଚଢ଼ିଗଲା ଟ୍ରକ: ୪ ମୃତ, ୩ ଆହତ

ସମ୍ବଲପୁର, ୨୧।୧(ବ୍ୟୁରୋ)- ସମ୍ବଲପୁର ଜିଲା ଶାସନ ଥାନା ପରମାଣପୁରରେ ମଙ୍ଗଳବାର ଭୋରୁ ଏକ ଅଭାବନୀୟ ଘଟଣା ଘଟିଛି। ଧନୁଯାତ୍ରା ପାଇଁ ଖୋଲିଥିବା ଫୁଟପାତରେ ଏକ କୋଇଲା...

ସର୍ବାଧିକ ଆକ୍ଟିଭ୍‌ କେସ୍‌ ମାମଲା: ଖୋର୍ଦ୍ଧାକୁ ଟପି ଶୀର୍ଷରେ ପହଞ୍ଚିଲା ଯାଜପୁର

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଯାଜପୁରରୁ ଆଉ ୧୪ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ଏବେ ଏହି ସଂଖ୍ୟା...

Advertisement
Archives

Model This Week