କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବିଧାନସଭା ପରିସରସ୍ଥ ଚିକିତ୍ସାଳୟରେ କରୋନା ଟିକା ନେଇଛନ୍ତି।

ଏ ସମ୍ପର୍କରେ ନବୀନ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ଆଜି କରୋନା ଟିକା ନେଇ ବହୁତ ଖୁସି। ଟିକା ନେବା ପରେ ସେ ବୈଜ୍ଞାନିକ ଏବଂ ସମସ୍ତ ଡାକ୍ତରଙ୍କୁ ଧନ୍ୟବାଦ ମଧ୍ୟ ଦେଇଛନ୍ତି। ଲୋକମାନଙ୍କ ନିକଟରେ ବୈଜ୍ଞାନିକ ଏବଂ ସ୍ବାସ୍ଥ୍ୟକର୍ମୀମାନେ ଟିକା ପହଞ୍ଚାଇଥିବାରୁ ସେ କୃତଜ୍ଞ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ଆଜି ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଥିବା ବେଳେ ୬୦ ବର୍ଷରୁ ଅଧିକ ଲୋକେ ପରିଚୟପତ୍ର ଦେଖାଇ ଟିକା ନେଉଛନ୍ତି। ଉଭୟ ସରକାରୀ ଏବଂ ଘରୋଇ ହସ୍ପିଟାଲରେ ଏହି ଟିକା ଦିଆଯାଉଛି। ସରକାରୀ ହସ୍ପିଟାଲରେ ଟିକା ମାଗଣାରେ ମିଳୁଥିବା ବେଳେ ଘରୋଇ ହସ୍ପିଟାଲରେ ପ୍ରତି ଡୋଜକୁ ୨୫୦ ଟଙ୍କା ଦେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଏଲ୍‌ବିସି ବୈଠକରେ ଯୋଗଦେଲେ ସୋମା ଶଙ୍କର

ଭୁବନେଶ୍ୱର,୨୬।୨: ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୋମା ଶଙ୍କର ପ୍ରସାଦ ନିକଟରେ ପ୍ରଥମ ଥର ପାଇଁ ୨ଦିନିଆ ଭୁବନେଶ୍ୱର ଗସ୍ତରେ...

୨ ଓଡ଼ିଆ କମାଣ୍ଡୋଙ୍କୁ ମରଣୋତ୍ତର ଶୌର୍ଯ୍ୟ ଚକ୍ର

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଓଡ଼ିଶାର ଶହୀଦ ୨ ଏସ୍‌ଓଜି କମାଣ୍ଡୋଙ୍କୁ ମରଣୋତ୍ତର ଶୌର୍ଯ୍ୟ ଚକ୍ର ସମ୍ମାନରେ ସମ୍ମାନୀତ କରାଯିବ। ପୋଲିସ ଡିଜି ଅଭୟ ଶନିବାର ଏହି ସୂଚନା ଦେଇଛନ୍ତି।...

ମଠ ମାନଚିତ୍ରରୁ ହଜିଗଲା ବଡ଼ ଆଖଡ଼ା

ପୁରୀ ଅଫିସ,୧୦।୯: ଶ୍ରୀକ୍ଷେତ୍ରର ମଠ ମାନଚିତ୍ରରୁ ହଜିଗଲା ବଡ଼ ଆଖଡା ମଠ। ଶ୍ରୀମନ୍ଦିରର ସୁରକ୍ଷା ଓ ପୁରୀର ବିକାଶ ପାଇଁ ଚାଲିଥିବା ଉଚ୍ଛେଦ ଅଭିଯାନରେ ଲଙ୍ଗୁଳି...

ଆଜିଠାରୁ ସ୍ବାଭାବିକ ହେବ ଟିକାକରଣ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ଟିକା କମ୍‌ ପରିମାଣର ଥିବାରୁ ଟୀକାକରଣରେ ବ୍ୟାଘାତ ଦେଖାଦେଇଥିଲା। ଏବେ ରାଜ୍ୟକୁ ଟିକା ଆସିଥିବାରୁ ଶୁକ୍ରବାରଠାରୁ ଟୀକାକରଣ ସ୍ବାଭାବିକ ହେବ ବୋଲି...

ଅସୁସ୍ଥ ଶାବକକୁ ଛାଡ଼ି ପଳାଇଲା ମା’ ହାତୀ: ଉଦ୍ଧାର ପରେ ବନବିଭାଗକୁ ହସ୍ତାନ୍ତର କଲେ ଗ୍ରାମବାସୀ

ପରଜଙ୍ଗ,୧୪।୯(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ବାଇଗିଣିଆ ଗ୍ରାମ ଦଳିତ ବସ୍ତି ପାଖ ପଡିଆରୁ ଶନିବାର ଗ୍ରାମବାସୀ ଏକ ଅଣ୍ଡିରା...

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ବୋଲେରୋ ସହ ବିଭିନ୍ନ ମାରଣାସ୍ତ୍ର ଜବତ

ସଜନାଗଡ, ୧୨ା୧(ଡି.ଏନ.ଏ.)-ନୀଳଗିରି ଥାନା ଅନ୍ତର୍ଗତ ଈଶ୍ୱରପୁର ପଞ୍ଚାୟତ ହାଇସ୍କୁଲ୍‌ ପଡ଼ିଆ ସମ୍ମୁଖରେ ଯୋଜନାବଦ୍ଧ ଭାବେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ...

୧୦ ମାସର ଶିଶୁକୁ ସାନିଟାଇଜର ମିଶ୍ରିତ ପାଣି ପିଇବାକୁ ଦେଲେ ଆଶାକର୍ମୀ

ଅଗରତାଲା, ୧୨।୮: ଜଣେ ୧୦ ମାସର ଶିଶୁକୁ ସାନିଟାଇଜର ମିଶ୍ରିତ ପାଣି ପିଇବାକୁ ଦେଇଛନ୍ତି ଆଶାକର୍ମୀ। ଏଭଳି ଏକ ଅଭାବନୀୟ ଘଟଣା ତ୍ରିପୁରାରେ ଦେଖିବାକୁ ମିଳିଛି।...

୧୦୯୭ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଆଜି

ଜଗତ୍‌ସିଂହପୁର ଅଫିସ,୧୮ା୨: ଜଗତ୍‌ସିଂହପୁର ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶୁକ୍ରବାର ହେବ। ଏଥିରେ ଜଗତ୍‌ସିଂହପୁର ବ୍ଲକ ଅଞ୍ଚଳର ୪ଟି ଜିଲା ପରିଷଦ ଜୋନ ଅନ୍ତର୍ଗତ ୩୦ଟି...

Advertisement
Archives

Model This Week