ତାରାତାରିଣୀ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୧୨ା୧୨(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲା ଗସ୍ତରେ ଆସି ପୁରୁଷୋତ୍ତମପୁର ବ୍ଲକ ତାରାତାରିଣୀଠାରେ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦର୍ଶନ କରିଥିଲେ। ସେଠାରୁ ଫେରି ସଭାସ୍ଥଳକୁ ଯାଇ ୨୨୮୧ କୋଟି ୩୬ ଲକ୍ଷ ଟଙ୍କାରେ ଜିଲାର ବିଭିନ୍ନ ସ୍ଥାନରେ ୧୨୯୬ଟି ପ୍ରକଳ୍ପକୁ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଶିଳାନ୍ୟାସ କରିଥିଲେ। ଏହା ସହ ଜିଲାର ୨୬ ଲକ୍ଷ ୭୬ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ୫-ଟି ସଚିବ ଭିକେ ପାଣ୍ଡିଆନ, ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଆସିକା ଏମ୍‌ପି ପ୍ରମିଳା ବିଷୋୟୀ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଗଞ୍ଜାମ ଜିଲା ବିଜେଡି ସଭାପତି ପୂର୍ବତନ ବିଧାୟକ ଡାକ୍ତର ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଛତ୍ରପୁର ବିଧାୟକ ସୁବାସ ବେହେରା, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ଜିଲା ପରିଷଦ ଅଧ୍ୟକ୍ଷା ସୋନମ ପଲେଇ, ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା, ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ, ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ, ଗଞ୍ଜାମ ଏସ୍‌ପି ବ୍ରିଜେସ କୁମାର ରାୟ,ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ଉପସ୍ଥିତ ଥିଲେ।
ଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri