Posted inଜାତୀୟ

ଦଳୀୟ ନେତାଙ୍କୁ ଚେତାବନୀ ଦେଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୨।୮: ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ତାଙ୍କର ସମସ୍ତ କ୍ୟାବିନେଟ ମନ୍ତ୍ରୀ ତଥା ଦଳର ବରିଷ୍ଠ ନେତାମାନଙ୍କୁ ଚେତାବନୀ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ କରି ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି ଯେ, ବିଶେଷ ସମ୍ବେଦନଶୀଳ ପ୍ରସଙ୍ଗରେ ଜନସାଧାରଣଙ୍କ ନିକଟକୁ ଯିବା ପୂର୍ବରୁ ମୋ ସହ କିମ୍ବା ରାଜ୍ୟ କଂଗ୍ରେସର ପ୍ଲାଟଫର୍ମରେ ଆଲୋଚନା କରନ୍ତୁ।
ସୂଚନାଯୋଗ୍ୟ ଯେ, ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁଙ୍କ ଉପଦେଷ୍ଟାଙ୍କ ବିବାଦୀୟ ବିବୃତ୍ତି ଯୋଗୁ ଏକ ଅଡୁଆ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଏହା ନକରିବାକୁ ଚେତାବନୀ ଦେଇଛନ୍ତି। ଉପଦେଷ୍ଟା ମାଲବିନ୍ଦର ସିଂ ମାଲି ଜମ୍ମୁ କଶ୍ମୀରକୁ ନେଇ ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। କଶ୍ମୀର ଏବଂ ପାକିସ୍ତାନ ଭଳି ସମ୍ବେଦନଶୀଳ ଜାତୀୟ ପ୍ରସଙ୍ଗରେ ଅମରିନ୍ଦର ସିଂ ରାଜ୍ୟ କଂଗ୍ରେସ ମୁଖ୍ୟ ନବଜୋତ ସିଦ୍ଧୁଙ୍କ ପରାମର୍ଶଦାତାଙ୍କୁ ଚେତାବନୀ ଦେଇଛନ୍ତି। ଦେଶର ଶାନ୍ତି ଏବଂ ସ୍ଥିରତା ପାଇଁ ଏହା ବିପଜ୍ଜନକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ଚହଳ! ଟିଏମସିରେ ଫାଟ ଭିତରେ ବଡ଼ କଥା କହିଦେଲେ ମମତା, ଅଭିଷେକ ବାନାର୍ଜୀ

କୋଲକାତା,୧୫।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ମୁଖ୍ୟ ମମତା ବାନାର୍ଜୀ ବୁଧବାର ଏକ ବିଦ୍ରୋହ ମଧ୍ୟରେ ଅଭିଷେକ ବାନାର୍ଜୀଙ୍କୁ ସମର୍ଥନ ଜଣାଇଛନ୍ତି । ଟିଏମସିକୁ ପୁନଃଗଠନ…

ସେବାୟତଙ୍କୁ ଶ୍ରୀମନ୍ଦିର ସେବାରୁ ନିଲମ୍ବନ କଲେ ମୁଖ୍ୟ ପ୍ରଶାସକ

ପୁରୀ,୧୫ା୭(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିରରେ ନୀତି ସମ୍ପାଦନରେ ଶୃଙ୍ଖଳା ରକ୍ଷା ପ୍ରତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସର୍ବଦା ସର୍ବୋଚ୍ଚ ଗୁରୁତ୍ୱ ଦେଇଆସୁଛି। ବୁଧବାର ଉଭାପର୍ବରେ ନୀତିକାନ୍ତି ପାଳନ ସମୟରେ…

ସରିଲା ଚାକିରି, କର୍ମମୟ ଜୀବନକୁ ମନେ ପକାଇ ଭାବବିହ୍ବଳ ହେଲେ ପ୍ରଧାନଶିକ୍ଷକ…

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁଳସୀପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡାଙ୍କୁ ବିଦ୍ୟାଳୟ ତରଫରୁ ବୁଧବାର…

ବିବାହର ପ୍ରତିଶ୍ରୁତି ଦେଇ ପ୍ରେମ ପ୍ରତାରଣା, ପ୍ରେମିକଙ୍କୁ କାବୁ କରି ଥାନାରେ ଜିମା ଦେଲେ ପ୍ରେମିକା

ତୁମୁଡିବନ୍ଧ,୧୫।୭(ଦୀପକ କୁମାର ପରାସେଠ): ପ୍ରେମର ମିଠା ପ୍ରତିଶ୍ରୁତି ଦେଇ ଶେଷରେ ଜୀବନ ସହ ଖେଳ। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକରେ ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର…

୧୧୨୯ ହିତାଧିକାରୀଙ୍କୁ ୫୧.୩୬ କୋଟି ଟଙ୍କା ଋଣ ମଞ୍ଜୁର

କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରଠାରେ ବୁଧବାର ଆୟୋଜିତ ମେଗା କ୍ରେଡିଟ୍‌ ଆଉଟ୍‌ରିଚ୍‌ କାର୍ଯ୍ୟକ୍ରମରେ ୧୧୨୯ ଜଣ ହିତାଧିକାରୀଙ୍କ ପାଇଁ ୫୧.୩୬ କୋଟି ଟଙ୍କାର…

ଆପଣଙ୍କ ଘରକୁ ଆସୁନି ତ ଅପମିଶ୍ରିତ କ୍ଷୀର? ଏହି ସହଜ ଘରୋଇ ଉପାୟରେ କରନ୍ତୁ ଯାଞ୍ଚ

କ୍ଷୀର ଆମ ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବିଶେଷ କରି ପିଲାମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ହାଡ଼ର ମଜଭୁତ ଏବଂ ଶାରୀରିକ ବିକାଶ ପାଇଁ କ୍ଷୀରକୁ ଅତ୍ୟନ୍ତ…

ଅଗଷ୍ଟ ୨୮ରେ ରିଲିଜ ହେବନାହିଁ Shraddha Kapoorଙ୍କର ‘ଇଥା’!

ମୁମ୍ବାଇ: ବଲିଉଡର ଅଭିନେତ୍ରୀ ଶ୍ରଦ୍ଧା କପୁର ଏବେ ନିଜର ଆଗାମୀ ଫିଲ୍ମ ‘ଇଥା’କୁ ନେଇ ଚର୍ଚ୍ଚାରେ। ନିକଟରେ ରିଲିଜ ହୋଇଥିବା ଫିଲ୍ମର ଟିଜର ସୋସିଆଲ ମିଡିଆରେ ବେଶ…

କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ଶେଷ: ବିଧାୟକ-ଉପଜିଲାପାଳ ପହଞ୍ଚି କଲେ ସମୀକ୍ଷା

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ସରିଛି। ଗୁରୁବାର ନିର୍ଦ୍ଧାରିତ ସମୟରେ ରଥାଯାତ୍ରା କାର୍ଯ୍ୟକ୍ରମ ହେବ। ଏହାପୂର୍ବରୁ ମନ୍ଦିର କମିଟି କର୍ମକର୍ତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri