ପୁଣି ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ପୂର୍ବରୁ ଅଛନ୍ତି ମନମୋହନ, ହୋଇପାରେ କିଛି ବଡ଼ଧରଣର…

ଭୁବନେଶ୍ୱର,୮ା୯: ସୋମବାର ପୁଣି ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇଥିବାବେଳେ ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅନେକ ଚର୍ଚ୍ଚା ହେଉଛି। ସେଠାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ। ମନମୋହନ ସାମଲ ଦିଲ୍ଲୀରେ ଥିବାରୁ ରାଜ୍ୟ ସଂଗଠନ ନେଇ କିଛି ବି ହୋଇପାରେ। କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ମୋହନ-ମନମୋହନ ମିଳିତ ଭାବେ ଆଲୋଚନା କରିପାରନ୍ତି। କମିଟି, ବୋର୍ଡ ନିଗମ ନିଯୁକ୍ତି, ମନ୍ତ୍ରିମଣ୍ଡଳ ନେଇ ବଡ଼ଧରଣର ଆଲୋଚନା ହେବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri