ପୁଣି ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ପୂର୍ବରୁ ଅଛନ୍ତି ମନମୋହନ, ହୋଇପାରେ କିଛି ବଡ଼ଧରଣର…

ଭୁବନେଶ୍ୱର,୮ା୯: ସୋମବାର ପୁଣି ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇଥିବାବେଳେ ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅନେକ ଚର୍ଚ୍ଚା ହେଉଛି। ସେଠାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ। ମନମୋହନ ସାମଲ ଦିଲ୍ଲୀରେ ଥିବାରୁ ରାଜ୍ୟ ସଂଗଠନ ନେଇ କିଛି ବି ହୋଇପାରେ। କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ମୋହନ-ମନମୋହନ ମିଳିତ ଭାବେ ଆଲୋଚନା କରିପାରନ୍ତି। କମିଟି, ବୋର୍ଡ ନିଗମ ନିଯୁକ୍ତି, ମନ୍ତ୍ରିମଣ୍ଡଳ ନେଇ ବଡ଼ଧରଣର ଆଲୋଚନା ହେବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri