ରାତି ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୭(ବ୍ୟୁରୋ)-ଆଜି ରାତି ୮ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବୋଧିତ କରିବେ। ତେବେ କେଉଁ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିବେ ସେ ନେଇ କିଛି ସ୍ବଷ୍ଟ ଜଣାପଡ଼ିନାହିଁ। ଅନ୍ୟପକ୍ଷରେ ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ନବୀନ କୌଣସି ବଡ଼ ଧରଣର ଘୋଷଣା କରିପାରନ୍ତି ବୋଲି ଆଶା କରାଯାଉଛି।