କଥା ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଧନୁଯାତ୍ରାକୁ ନିଶ୍ଚୟ…

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହୋଇ ଜାନୁଆରୀ ୧୩ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ବ୍ୟାପୀ  ଏହା ଚାଲିବ। ତେବେ ରବିବାର ସୋହେଲା ଇଚ୍ଛାପାଲିଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଆସନ୍ତା ଧନୁଯାତ୍ରା ମହୋତ୍ସବକୁ ନିଶ୍ଚୟ ଆସିବେ ବୋଲି କଥା ଦେଇଛନ୍ତି। ଏହାପୂର୍ବରୁ ସୋହେଲା ବ୍ଲକ ଘେଁସ୍‌ରେ ଆସନ୍ତା ୩୧ତାରିଖରେ ହେବାକୁ ଥିବା ବୀରତା ଦିବସକୁ ମଧ୍ୟ ସେ ଆସିବେ ବୋଲି କହିଥିଲେ।

ସୂଚନାଯୋଗ୍ୟ, ଚଳିତବର୍ଷ କଂସ ବଦଳିଛନ୍ତି। ଏଥର କଂସ ଭାବେ ଭୁବନେଶ୍ୱର ପ୍ରଧାନ ଅଭିନୟ କରିବେ।  ସେ ବରଗଡ ଧନୁଯାତ୍ରା ମହୋତ୍ସବରେ ପୂର୍ବରୁ ଅନେକଥର କଂସ ଭୂମିକାରେ ଅଭିନୟ କରି ଦର୍ଶକଙ୍କୁ ମନ ଜିଣି ସାରିଛନ୍ତି। ବରଗଡ଼ ଧନୁଯାତ୍ରା ଦୃଶ୍ୟାଭିନୟରେ ତାଙ୍କର ଅନେକ ଅଭିଜ୍ଞତା ରହିଛି। ଫଳରେ ଅନ୍ୟବର୍ଷ ତୁଳନାରେ ଏଥର ତାଙ୍କ କଂସ ଦୃଶ୍ୟାଭିନୟ ଆହୁରି ଉଚ୍ଚକୋଟୀର ହେବ ବୋଲି ଦର୍ଶକ ମନରେ ଆଶା ବାନ୍ଧିଛନ୍ତି। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବରେ ସେ କିଭଳି ଅଭିନୟ କରିବେ, ତାକୁ ଦର୍ଶକ ଚାହିଁ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ, ଜାଣନ୍ତୁ କେମିତି କରାଯାଇଥିଲା ହତ୍ୟା

କୋଲକାତା,୭।୫: ପଶ୍ଚିମବଙ୍ଗ ବିଧାନସଭା ନର୍ବାଚନ ଫଳାଫଳ ଘୋଷଣା ପରଠାରୁ, ରାଜ୍ୟରେ ହିଂସା କମିବାର କୌଣସି ସଙ୍କେତ ଦେଖାଯାଇ ନାହିଁ। ନୂତନ ସରକାରଙ୍କ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ…

ଚନ୍ଦ୍ରନାଥଙ୍କ ହତ୍ୟାକୁ ନେଇ ଏମିତି କଥା କହିଲେ ଶୁଭେନ୍ଦୁ ଅଧିକାରୀ ସଭିଏଁ ଚକିତ

କୋଲକାତା,୭।୫: ବୁଧବାର ପଶ୍ଚିମବଙ୍ଗରେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ଦେଶର ରାଜନୀତିରେ ଏକ ଅନ୍ଧାକାର ଅଧ୍ୟାୟ ଯୋଡିଛି। ଭାଜପା ନେତା ଏବଂ ମୁଖ୍ୟମନ୍ତ୍ରୀ ପଦର ଦୃଢ଼ ଦାବିଦାର…

ଛଟେଇ ବିରୋଧରେ ଗର୍ଜିଲା ବିଦ୍ୟୁତ୍‌ କର୍ମଚାରୀ ସଂଘ, କର୍ତ୍ତୃପକ୍ଷଙ୍କୁ ଚେତାବନୀ ଦେଇ କହିଲା…

ବନ୍ତ,୭ା୫(କିଶୋର କୁମାର ସେଠୀ): କର୍ମଚାରୀଙ୍କୁ ଛଟେଇ କରିବା ନିଷ୍ପତ୍ତିକୁ ନେଇ ଶ୍ରମିକ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର କର୍ମଚାରୀମାନେ ପ୍ରଥମେ ବନ୍ତ ସେକ୍ସନ କାର୍ଯ୍ୟାଳୟରେ…

ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗର ବଡ଼ ସୂଚନା, ଗଡିବ ୨୦୦….

ଭୁବନେଶ୍ବର,୭।୫: ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗ ପକ୍ଷରୁ ବଡ଼ ସୂଚନା ଦିଆଯାଇଛି । ଟ୍ବିନସିଟିରେ ମେଟ୍ରୋ ନୁହେଁ, ଏହା ବଦଳରେ ଗଡିବ ୨୦୦ ଇଲେକ୍ଟ୍ରିକ୍…

ଏହି ଦିନ ଆସାମରେ ଶପଥ ନେବେ ନୂଆ ସରକାର, ଯୋଗଦେବେ ପ୍ରଧାନମନ୍ତ୍ରୀ

ଗୁଆହାଟୀ,୭।୫: ଆସାମରେ ନୂତନ ସରକାରଙ୍କ ଶପଥ ଗ୍ରହଣ ସମାରୋହ ମେ ୧୨ ତାରିଖରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ଗୁଆହାଟୀର ଖାନାପାରାସ୍ଥିତ ଭେଟେନାରୀ ଫିଲ୍ଡରେ ଅନୁଷ୍ଠିତ ହେବ…

ବଙ୍ଗରେ ଭାଜପା ସରକାର ଗଠନରେ ବାଧା ସୃଷ୍ଟି କରିବା ପାଇଁ ଏହି ଯୋଜନା କଲେ ମମତା, ଚିନ୍ତାରେ ପଡିଲା ଭାଜପା

କୋଲକାତା,୭।୫: ପଶ୍ଚିମବଙ୍ଗରେ ୨୦୭ ଆସନରେ ବିପୁଳ ବିଜୟ ପରେ, ଭାରତୀୟ ଜନତା ପାର୍ଟି (ଭାଜପା) ନୂତନ ସରକାର ଗଠନ ପାଇଁ ମେ ୯ ତାରିଖକୁ ତାରିଖ ଭାବରେ…

ବାଇକ୍‌ ଆରୋହୀଙ୍କୁ ଧକ୍କାଦେଇ ଓଲଟି ପଡ଼ିଲା ଟ୍ୟାଙ୍କର, ଚାଲିଗଲା ଜଣଙ୍କ ଜୀବନ

ସଇଁତଳା,୭ା୫(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥବା ବଲାଙ୍ଗୀର-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ କେରମେଲି ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଟ୍ୟାଙ୍କର…

ଯାଜପୁର ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ, ଭାଜପା ସରକାର ବଡ଼ ବୋଝ….

ଭୁବନେଶ୍ବର,୭।୫: ଯାଜପୁର ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକରେ ତାଗିଦ କଲେ ନବୀନ ପଟ୍ଟନାୟକ । ଭିଡିଓବାର୍ତ୍ତା ଜାରି କରି କହିଲେ, ମୁଁ ସବୁବେଳେ ଡିସିପ୍ଲିନ୍‌ ଉପରେ ଗୁରୁତ୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri