ଆଜି ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ, ଦେଖିବେ ଧନୁଯାତ୍ରା

ମଥୁରାନଗରୀ,୧୨ା୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଦଶମ ଦିବସ ରବିବାରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତେବେ ଏ ନେଇ ସରକାରୀ ଭାବେ କିଛି ସୂଚନା ମିଳି ନ ଥିବାବେଳେ ଧନୁଯାତ୍ରାକୁ ମୁଖ୍ୟମନ୍ତ୍ରୀ ଆସିବାର କାର୍ଯ୍ୟକ୍ରମ ରହିଛି ବୋଲି ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଧନୁଯାତ୍ରାକୁ ଆସୁଥିବା ସୂଚନା ପାଇ ମଥୁରାବାସୀ ଉଲ୍ଳସିତ ଏବଂ ଉତ୍ସାହିତ ହୋଇ ପଡ଼ିଛନ୍ତି।

ପ୍ରକାଶଥାଉକି, ମୁଖ୍ୟମନ୍ତ୍ରୀ ସୋହେଲା ଗସ୍ତରେ ଆସିଥିବାବେଳେ ଧନୁଯାତ୍ରାକୁ ନିଶ୍ଚୟ ଆସିବେ ବୋଲି କହିଥିଲେ। ସେହିପରି ଧନୁଯାତ୍ରା ମହୋତ୍ସବ ସମିତିର ଏକ ପ୍ରତିନିଧି ଦଳ ଧନୁଯାତ୍ରାକୁ ନିମନ୍ତ୍ରଣ କରିବା ପାଇଁ ଭୁବନେଶ୍ୱରକୁ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri