ଶ୍ରୀ ଶଙ୍କର କର୍କଟ ହସ୍ପିଟାଲର ଆଜି ଶୁଭ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨/୭(ବ୍ୟୁରୋ): ଭୁବନେଶ୍ୱରରେ ଶ୍ରୀ ଶଙ୍କର କ୍ୟାନ୍‌ସର ହସ୍ପିଟାଲ ନିର୍ମାଣ ହେବ। ଏହି ହସ୍ପିଟାଲ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିଲାଗି ରାଜ୍ୟ ସରକାର ଇନ୍‌ଫୋସିଟି-୨ ନିକଟରେ ୨୦ ଏକର ଜମି ଦେଇଛନ୍ତି। ଉକ୍ତ ସ୍ଥାନରେ ହିଁ ସରକାର ହସ୍ପିଟାଲର ଭିତ୍ତିପ୍ରସ୍ତର ପକାଇବେ। ସୋମବାର ପୂର୍ବାହ୍ନ ୧୦ଟା ୩୦ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ଏହାର ଶୁଭଦେବେ ବୋଲି ଜଣାପଡିଛି।
ବାଗ୍‌ଚୀ-ଶ୍ରୀ ଶଙ୍କର କର୍କଟ ହସ୍ପିଟାଲ ଏବଂ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ନେଇ ଗତ ଏପ୍ରିଲ ୧୨ରେ ରାଜ୍ୟ କ୍ୟାବିନେଟ୍‌ ମୋହର ମାରିଥିଲା। ଏହାସହ ଭୁବନେଶ୍ୱରରେ ବାଗ୍‌ଚୀ କରୁଣାଶ୍ରୟ ପାଲିଏଟିଭ କେୟାର ସେଣ୍ଟର ପ୍ରତିଷ୍ଠାକୁ ମଧ୍ୟ ସରକାର ସମ୍ମତି ଦେଇଥିଲେ। ସୁବ୍ରତୋ ବାଗ୍‌ଚୀ ଏବଂ ସୁସ୍ମିତା ବାଗ୍‌ଚୀ ଉଭୟ ଅନୁଷ୍ଠାନ ଲାଗି ୩୪୦ କୋଟି ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବା ଲାଗି ରାଜ୍ୟ ସରକାରଙ୍କ ସହ ଏମ୍‌ଓୟୁ ସ୍ବାକ୍ଷର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭକ୍ତ-ଭଗବାନ ଭେଟ: ଆଜି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ…

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

ମାଜିଷ୍ଟ୍ରେଟଙ୍କ ଆଦେଶ ପରେ ହାଜର ହୋଇନଥିଲେ ଦୁଇ ଭାଇ, ଗଲେ ଜେଲ୍

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ଟୁକୁନା ବିଶ୍ଵାଳ ଓ ମଙ୍ଗୁଳୁ ବିଶ୍ଵାଳ ଦୁଇ ଭାଇଙ୍କୁ ବୁଧବାର ପାଟପୁର ପୋଲିସ ୱାରେଣ୍ଟ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri