ଭୁବନେଶ୍ୱର,୧ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ କେନ୍ଦ୍ରୀୟ ନେତୃତ୍ୱକୁ ଭେଟିବାର କାର୍ଯ୍ୟକ୍ରମ ରହିଛି।