୫ ଦିନିଆ ଗସ୍ତରେ ଦିଲ୍ଲୀ,ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱାର,୧୮।୧୨: ଗରୁବାରଠାରୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ତେବେ କାଲିଠୁ ୨୧ ଯାଏ ରାଜସ୍ଥାନରେ ରହିବେ। ପରେ ଦିଲ୍ଲୀରେ ୫୫ତମ ଜିଏସ୍ଟି ବୈଠକରେ ଯୋଗ ଦେବେ।ମଙ୍ଗଳବାର ତିନି ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଇଥିଲେ। ମଧ୍ୟାହ୍ନରେ ରାଇସୁଆଁ ଏୟାର ଷ୍ଟ୍ରିପରେ ଫହଞ୍ଚି ପ୍ରଥମେ ଏଲ ଇଣ୍ଡିଆ ସାନ୍ତାଳୀ ରାଇଟର ଆସୋସିଏସନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏୟାର ଷ୍ଟ୍ରିପରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ଏହା ପରେ ତାଙ୍କୁ ଦଳୀୟ କର୍ମୀ, ନେତା, ସ୍ଥାନୀୟ ଲୋକ ମାନେ ଭବ୍ୟ ସ୍ଵାଗତ କରିବା ସହ ଏକ ଶୋଭାଯାତ୍ରାରେ ବାଲିଆଗୋଡା ଗ୍ରାମ କୁ ଯାଇ ସେଠାରେ ସାନ୍ତାଳୀ ଆଲ ଇଣ୍ଡିଆ ସାନ୍ତାଳୀ ରାଇଟରସ ଆସୋସିଏସନ୍ର ୭ମ ବାର୍ଷିକ ଉତ୍ସବ ରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri