ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ: ପଛରେ ରହିଛି ଏଭଳି କାରଣ

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସାରେ ଦିଲ୍ଲୀ ଯାତ୍ରା କରିବେ। ଶନିବାର ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ବୈଠକ ହେବ। ଏହି ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ହେବାପରେ ପ୍ରଥମ ଥର ଲାଗି ନୀତି ଆୟୋଗ ବୈଠକରେ ଯୋଗଦେବେ। ମୁଖ୍ୟମନ୍ତ୍ରୀ ଏହି ବୈଠକରେ ରାଜ୍ୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ ବୋଲି ସୂଚନା ମିଳିଛି। ଏଥିସହ ମୁଖ୍ୟମନ୍ତ୍ରୀ ନିଜର ଦିଲ୍ଲୀ ଯାତ୍ରା ଅବସରରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହି ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?