ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାରଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ରାଜ୍ୟ ସ୍ବାର୍ଥ ପ୍ରସଙ୍ଗ ନେଇ କେନ୍ଦ୍ର ମନ୍ତ୍ରୀମାନଙ୍କ ସହ ନବୀନ ସେଠାରେ ଆଲୋଚନା କରିବେ। ଏଥିସହ ଆଜି ହେବାକୁ ଥିବା ବିବିସି ସ୍ପୋର୍ଟସ ‘ଓ୍ବିମେନ ଅଫ୍‌ ଦ ଇୟର’ ଆଓ୍ବାର୍ଡରେ ନବୀନ ଯୋଗଦେବେ। ତେବେ ଉଷୁନା ଚାଉଳ ଉଠାଇବା, କୋଇଲା ରୟାଲିଟି ବୃଦ୍ଧି ଏବଂ କେନ୍ଦ୍ରୀୟ ଅନୁଦାନ ଭଳି ପ୍ରସଙ୍ଗକୁ ନେଇ କେନ୍ଦ୍ରମନ୍ତ୍ରୀମାନଙ୍କ ସହ ଆଲୋଚନା ହେବାର ସୂଚନା ରହିଛି ।

କୋଇଲା ରୟାଲିଟି ୨୦ ପ୍ରତିଶତ ଦେବାପାଇଁ କେନ୍ଦ୍ର ନିକଟରେ ନବୀନ ଦାବି ରଖିବେ। ବିଧାନସଭାର ଇସ୍ପାତ ଓ ଖଣି ଷ୍ଟାଣ୍ଡିଂ କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା। ଗ୍ରୀନ ସେସ ରାଜ୍ୟକୁ କେନ୍ଦ୍ର ଦେଉ ନ ଥିବାରୁ କୋଟି କୋଟି ଟଙ୍କା ରାଜସ୍ବ ହରାଉଥିବା କଂଗ୍ରେସ ଓ ବିଜେଡି ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri