ଏପ୍ରିଲରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପ୍ରିଲ ପ୍ରଥମ ସପ୍ତାହରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଟୋକିଓରେ ପୁଞ୍ଜିନିବେଶକ ସମ୍ମିଳନୀରେ ଯୋଗ ଦେବା ସହ ଓସାକା ଯିବେ ବୋଲି ଜଣାପଡ଼ିଛି। ଜାପାନ ସହ ଓଡ଼ିଶାର ବାଣିଜି୍ୟକ ସମ୍ପର୍କ ଭଲ ରହିଥିବା ବେଳେ ଏହି ଗସ୍ତ ଅଧିକ ସଫଳ ହେବ ବୋଲି ଅର୍ଥନୈତିଜ୍ଞମାନେ ଆକଳନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଏପ୍ରିଲ ପ୍ରଥମ ସପ୍ତାହରେ ଜାପାନ ଗସ୍ତରେ ଯାଇ ୯ ତାରିଖରେଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି। ଏହି ସପ୍ତାହବ୍ୟାପୀ ଗସ୍ତକାଳରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ, ଶିଳ୍ପ ସଚିବ ହେମନ୍ତ କୁମାର ଶର୍ମା, ଦିଲ୍ଲୀସ୍ଥିତ ଆବାସିକ କମିଶନର ରବିକାନ୍ତ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର ଭିନିଲକ୍ରିଷ୍ଣା, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ଏହି ଗସ୍ତରେ ଯିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନ, କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କଙ୍ଗୋ-ଉଗାଣ୍ଡାରେ ଇବୋଲା ଭାଇରସ ପ୍ରକୋପ; WHO ଘୋଷଣା କଲା ହେଲଥ ଏମରଜେନ୍ସି

କାମ୍ପାଲା,୧୬।୫: ଦୁଇଟି ଆଫ୍ରିକୀୟ ରାଷ୍ଟ୍ରରେ ଇବୋଲା ଭାଇରସର ପ୍ରକୋପ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଏହାକୁ ଏକ…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

ହର୍ମୁଜ ସଙ୍କଟ ମଧ୍ୟରେ, ଭାରତ ପାଇଁ ଆସିଲା ଦୁଇଟି ଖରାପ ଖବର, ଯାହା ଗଭୀର ଚିନ୍ତାର କାରଣ

ନୂଆଦିଲ୍ଲୀ,୧୭।୫: ସମଗ୍ର ବିଶ୍ୱ ହର୍ମୁଜ ଷ୍ଟ୍ରେଟ ସଙ୍କଟରୁ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ସହିତ ସଂଘର୍ଷ କରୁଛି। ଏହା ମଧ୍ୟରେ, ଦୁଇଟି ଘଟଣା ସାମ୍ନାକୁ ଆସିଛି ଯାହା…

ତୈଳ ସଙ୍କଟ ମଧ୍ୟରେ ଆଶ୍ୱସ୍ତି: ହର୍ମୁଜ ଦେଇ ଭାରତରେ ପହଞ୍ଚିଲା ୨୦୦୦୦ ଟନ୍‌ର ଏଲ୍‌ପିଜି ଟ୍ୟାଙ୍କର

ନୂଆଦିଲ୍ଲୀ,୧୭ା୫: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ତୈଳ ଯୋଗାଣ ନେଇ ବିଶ୍ୱ ଚିନ୍ତା ମଧ୍ୟରେ ଭାରତକୁ କିଛିଟା ଆଶ୍ୱସ୍ତି ମିଳିଛି। ପ୍ରାୟ ୨୦୦୦୦ ଟନ୍‌ ଏଲପିଜି…

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri