ନଭେମ୍ବର ୪ରେ କୋଲକାତା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୪ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଦିନିଆ କୋଲକାତା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ନବୀନ ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ୫ରେ କୋଲକାତା ରାଜ୍ୟ ସଚିବାଳୟରେ ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକ ଅନୁଷ୍ଠିତ ହେବ। କେନ୍ଦ୍ର ଗୃହମନ୍ତ୍ରୀ ଏଥିରେ ଅଧ୍ୟକ୍ଷତା କରିବେ।

ଏହି ବୈଠକରେ ନବୀନଙ୍କ ସମେତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ,ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ

ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?