ଆସନ୍ତାକାଲି ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ରାଉରକେଲା ଗସ୍ତରେ ଯିବେ। ଏହି ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲାରେ ୯୦୦କୋଟି ଟଙ୍କାର ୬୦୦ରୁ ଅଧିକ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି।
ମୁଖ୍ୟମନ୍ତ୍ରୀ ପ୍ରଥମେ ରାଉରକେଲା ବିମାନବନ୍ଦରରେ ପହଞ୍ଚିବା ପରେ ଅପରାହ୍ନ ୫.୩୦ରେ ମୁଣ୍ଡା ଆଥଲେଟିକ୍‌ ଷ୍ଟାଡିୟମ୍‌ ଉଦ୍‌ଘାଟନ କରିବେ। ଏଥିସହ ଷ୍ଟାଡିୟମ ପରିସରରେ ନିର୍ମିତ ମଲ୍ଟି ଲେବୁଲ କାର୍‌ ପାର୍କିିଂ ଓ ସୁଇମିଙ୍ଗ ପୁଲ କମ୍ପ୍ଲେକ୍ସ ଉଦ୍‌ଘାଟନ କରିବାର ବି କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri