ଝାରସୁଗୁଡାରେ ବିଜୁ ସ୍ମାର୍ଟ ହେଲଥ୍‌ କାର୍ଡ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୫।୧୧(ବ୍ୟୁରୋ): ସ୍ବାସ୍ଥ୍ୟ କ୍ଷେତ୍ରକୁ ସୁଦୃଢ କରିବାକୁ ରାଜ୍ୟ ସରକାର ସ୍ମାର୍ଟ ହେଲଥ୍‌ କାର୍ଡର ଶୁଭାରମ୍ଭ କରିଛନ୍ତି। ଅନେକ ଜିଲାରେ ସ୍ମାର୍ଟ ହେଲଥ୍‌ କାର୍ଡ ବିତରଣ ମଧ୍ୟ ଜାରି ରହିଛି। ସୋମବାର ଭର୍ଚୁଆଲ ମାଧ୍ୟମରେ ଝାରସୁଗୁଡାରେ ବିଜୁ ସ୍ମାର୍ଟ ହେଲଥ୍‌ କାର୍ଡ ଶୁଭାରମ୍ଭ ହେବ। ଏ ନେଇ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି ।

ରାଜ୍ୟ ସରକାରଙ୍କ ଦ୍ବାରା ଏହି ସ୍ମାର୍ଟ କାର୍ଡ ଲୋକଙ୍କୁ ସ୍ମାର୍ଟ ସହାୟତା ପ୍ରଦାନ କରିବ । ଏହି ସ୍ମାର୍ଟ ହେଲଥ କାର୍ଡ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ପରିବାରର ସମସ୍ତ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ବିଶେଷ କରି ମହିଳାଙ୍କ ପାଇଁ ବର୍ଷକୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହୟତା ଦେବ । ସରକାର ରାଜ୍ୟରେ ସାଢେ ୩ କୋଟି ଲୋକଙ୍କୁ ସ୍ମାର୍ଟ ହେଲଥ୍‌ କାର୍ଡ ଦେବାକୁ ଲକ୍ଷ୍ୟ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri