ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬: ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଳିଙ୍ଗ ଷ୍ଟାଡିୟମଠାରେ ସକାଳ ୭ଟାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଜ୍ୟମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ଏମ୍‌ପି ଓ ବିଧାୟକମାନେ ମଧ୍ୟ ଜିଲାସ୍ତରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ନର୍ସିଂହୋମ୍‌ରେ ନଆଁ, ରାସ୍ତାରେ ରୋଗୀ

କଟକ/ଭୁବନେଶ୍ୱର,୧୪।୭(ଶିଳ୍ପା ପ୍ରିୟଦର୍ଶିନୀ/ ଅନିଲ ଦାସ): ନର୍ସିଂହୋମ୍‌ ‘ତ୍ରିଶା ହସ୍ପିଟାଲ’ରେ ନିଅଁା ଲାଗିଥିବାବେଳେ କର୍ମଚାରୀ ଓ ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦେଇଥିଲେ।...

ସୁଦର୍ଶନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା; ସମ୍ମାନ ସ୍ୱରୂପ ଦୁଇ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଭୁବନେଶ୍ୱର, ୧୩।୭: ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିବା ପରେ ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ...

‘ବଡ଼ ଅଟ୍ଟାଳିକାରୁ ହିଁ ଆରମ୍ଭ ହେବ ଉଚ୍ଛେଦ, ଶେଷ ହେବ ମାଫିଆଙ୍କ ଯୁଗ’

ବରଗଡ଼,୧୩ା୭(ପ୍ରେମାନନ୍ଦ ଖମାରୀ): ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ବରଗଡ଼ ଗସ୍ତରେ ଆସିଥିବା ବେଳେ ଗଣମାଧ୍ୟମ ପ୍ରତିନିଧିମାନେ ସହରସ୍ଥିତ...

କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଉପସ୍ଥିତ ରହିବେ ଏହିମାନେ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ଆସନ୍ତାକାଲି ଅର୍ଥାତ୍‌ ରବିବାରଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ...

ରତ୍ନଭଣ୍ଡାର ଖୋଲାଯିବା ସମୟରେ କେଉଁମାନେ ଯିବେ ଭିତରକୁ ଜାଣନ୍ତୁ…

ପୁରୀ,୧୩ା୭: ସବୁ ପ୍ରତୀକ୍ଷାର ହେବ ଅନ୍ତ। ଆସନ୍ତକାଲି ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇ ସ୍ବର୍ଣ୍ଣ ଅଳଙ୍କାର ଗଣତି ହେବ। ଏନେଇ ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି,...

ବସ୍‌ ଦୁର୍ଘଟଣା: ୩ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ଶନିବାର ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍‌ ବାରିପଦାଠାରେ ଦୁର୍ଘଟଣାଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୬ ଜଣ ଗୁରୁତର...

ରତ୍ନଭଣ୍ଡାର ଖୋଲିବା ନେଇ ଏସ୍‌ଓପି ପ୍ରଦାନ କଲେ ରାଜ୍ୟ ସରକାର, ଏଥିରେ ରହିଛି…

ପୁରୀ,୧୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଶନିବାର ଏସ୍‌ଓପି ପ୍ରଦାନ କରାଯାଇଛି। ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି ବୋଲି ଆଇନମନ୍ତ୍ରୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri