ଆଜି ସନ୍ଧ୍ୟାରେ କରୋନା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ: ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର, ୬।୪(ବ୍ୟୁରୋ): ଆଜି ସଂଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସ୍ଥିତିର ସମୀକ୍ଷା କରିବେ। ବରିଷ୍ଠ ଅଧିକାରୀ ଓ ଜିଲାପାଳମାନଙ୍କ ସହ ସେ ଆଲୋଚନା କରିବେ। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଏସଂକ୍ରାନ୍ତରେ ବଡ଼ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ସୂଚନାଯୋଗ୍ୟଯେ, ଗତ କିଛି ଦିନ ଧରି ଦେଶ ଓ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ମଙ୍ଗଳବାର ରାଜ୍ୟରୁ ପୁଣି ୫୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ଥାନୀୟ ସଂସ୍ପର୍ଶରେ ଆସି ୨୪୬ ଜଣ ସଂକ୍ରମିତ ହୋଇଥିବାବେଳେ ୩୪୨ ଜଣ କ୍ୱାରାଣ୍ଟାଇନରୁ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ବିରଳ ପ୍ରଜାତିର ହର୍ଲି କଙ୍କଡ଼ା

ମହାକାଳପଡ଼ା,୨।୭(ଡି.ଏନ୍‌.ଏ.): ଜୈବ ବିବିଧତା ଓ ମୃତ୍ତିକା ଉର୍ବରତା ସହ ପରିବେଶ ସନ୍ତୁଳନ ରକ୍ଷା କରିବାରେ ବିରଳ ପ୍ରଜାତିର ସାମୁଦ୍ରିକ ହର୍ଲି କଙ୍କଡ଼ାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି...

୫ ବାଂଲାଦେଶ ଫେରନ୍ତାଙ୍କ ହେଲା ମେଡିକାଲ ଯାଞ୍ଚ

କୋରୁକୋଣ୍ଡା,୧୮ା୩(ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଚିତାପାରି-୩ ପଞ୍ଚାୟତ ଅନ୍ତର୍ଗତ ଏମଭି-୧୦୪ ଗ୍ରାମର ଗୋଟିଏ ପରିବାରର ୫ ଜଣ ସଦସ୍ୟ ବିଦେଶ ଯାଇ ଫେରିଥିବାରୁ ସେମାନଙ୍କୁ...

କରୋନା ଆକ୍ରାନ୍ତଙ୍କ ଫୋନ୍‌ ଛୁଇଁବା ନର୍ସଙ୍କୁ ପଡ଼ିଲା ମହଙ୍ଗା, ଆଇସୋଲେଶନ୍‌ରେ ଭର୍ତ୍ତି

ନୂଆଦିଲ୍ଲୀ: କରୋନା ଭାଇରସ୍‌ କେତେ ପ୍ରଭାବଶାଳୀ ତାହା ରୋଗୀଙ୍କ ବର୍ଦ୍ଧିତ ସଂଖ୍ୟା ଦେଖି ସହଜରେ ଅନୁମାନ କରିହେଉଛି। କିନ୍ତୁ ଏହି ଭାଇରସ୍‌ ଖାଲି ସଂକ୍ରମିତଙ୍କ ସଂସ୍ପର୍ଶରେ...

ଆନ୍ଧ୍ର ସ୍କୁଲରେ ତାଲା ପକାଇବ ଓଡ଼ିଶା

ପାରଳାଖେମୁଣ୍ଡି,୧୯ା୨: ଗଜପତି ଜିଲା କାଶୀନଗର ତହସିଲ ହାଡୁଭାଙ୍ଗୀ ମୌଜା ଖାତା ନଂ.୮୨ (ପ୍ଲଟ୍‌ ନଂ.୮୧୩)ରେ ରହିଛି ଆନ୍ଧ୍ରର ଏକ ସରକାରୀ ବିଦ୍ୟାଳୟ। ମଣ୍ଡଳ ପରିଷଦ ଉନ୍ନୀତ...

ଆସନ୍ତାକାଲି ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ: ମତଦାନ ସାବ୍ୟସ୍ତ କରିବେ ୪ ଲକ୍ଷ ୬୭ ହଜାର ୫୭୮ ଭୋଟର

ଭୁବନେଶ୍ୱର,୨ା୧୧(ବ୍ୟୁରୋ)-ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପ ନିର୍ବାଚନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ କରାଯିବ। ଏଥିପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରେ ମୋଟ...

୨ରୁ ମିଶନ ଇନ୍ଦ୍ରଧନୁଷ: ଶତ ପ୍ରତିଶତ ଟିକାକରଣ ନିର୍ଦ୍ଦେଶ

ଭୁବନେଶ୍ୱର, ୧ା୧୨(ବ୍ୟୁରୋ): ଆସନ୍ତା ୨ ତାରିଖରୁ ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ‘ମିଶନ ଇନ୍ଦ୍ରଧନୁଷ୍‌-୨’ର ପ୍ରଥମ ପର୍ଯ୍ୟାୟ ଆରମ୍ଭ ହେବ। ୬ ଜିଲା ଯଥା ଗଜପତି, କନ୍ଧମାଳ,...

ଅଧାରୁ ଅବକାଶ ଜଳ ପିଙ୍ଗଣ ନେଇଆସିଲେ ସେବକ: ମହାପ୍ରଭୁଙ୍କର ହେଲା ମହାସ୍ନାନ, ନୀତି ବିଳମ୍ବ

ପୁରୀ ଅଫିସ, ୬ା୬: ଶ୍ରୀମନ୍ଦିରରେ ବୁଧବାର ଅବକାଶ ନୀତି ଚାଲିଥିବାବେଳେ ଜଣେ ସେବକ ଅଧାରୁ ଅବକାଶ ଜଳ ପିଙ୍ଗଣ ନେଇଆସିଥିଲେ। ଫଳରେ ନୀତି ବିଭ୍ରାଟ ହେବାରୁ...

ରାଜ୍ୟରେ ଧାନ ସଂଗ୍ରହ କାର୍ଯ୍ୟ ତ୍ୱରାନ୍ବିତ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ସାରା ରାଜ୍ୟରେ ଚଳିତ ଖରିଫ ଧାନ ସଂଗ୍ରହ କାର୍ଯ୍ୟ ପୂର୍ଣ୍ଣମାତ୍ରାରେ ଚାଲିଥିବାବେଳେ ଫେବୃୟାରୀ ୧୩ ସୁଦ୍ଧା ରାଜ୍ୟ ସରକାରଙ୍କ ଦ୍ୱାରା ୪୩ ଲକ୍ଷ ୩୮...

Advertisement


Archives

Model This Week

Why Dharitri